• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th June 2023: ଏହି ରାଶିର ବ୍ୟକ୍ତି ଆଜି କର୍ମକ୍ଷେତ୍ରରେ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ

ସୈାର ବୃଷ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ମଙ୍ଗଳବାର । ଚନ୍ଦ୍ର – ମୀନ ଦିବା ୦୧.୩୩ ଗତେ ମେଷ,ତିଥି – ୧୦ମୀ ଦିବା ୦୯.୨୯ ଗତେ ୧୧ଶୀ,ଘାତ ଚନ୍ଦ୍ର – ଧନୁ ଦିବା ୦୧.୩୩ ଗତେ ମେଷ,ଘାତ ବାର – ମକର,ପୁଷ୍କର ଦୋଷ – ୧ପାଦ- କୃଷିହାନି- ଭୂମିଦାନ ।

Cancer

କର୍କଟ

Tuesday 13 Jun 2023

ପୁନର୍ବସୁ- ଅସ୍ୱାସ୍ଥ୍ୟ କର ପରିସ୍ଥିତିକୁ ନେଇ ଚିନ୍ତା ଗ୍ରସ୍ତ ରହିବେ । ସମ୍ପର୍କୀୟ ବନ୍ଧୁଙ୍କ ସାହାଯ୍ୟ ସହଯୋଗରେ ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ

ପୁଷ୍ୟା- ରାଜନୈତିକ ସାହାଯ୍ୟ ସହଯୋଗ ମିଳିବ । ଛାତ୍ରଛାତ୍ରି ମାନେ ଉଚ୍ଚ ଶିକ୍ଷା ପାଇଁ ବିଦେଶା ଗତ ହୋଇ ପାରନ୍ତି ।

ଅଶ୍ଳେଷା- ଆପଣଙ୍କ ହସମୁଖ ସ୍ୱଭାବ ଅନ୍ୟ ମାନଙ୍କୁ ଖୁସି ରଖିବ । ମହିଳା ମାନେ ଇଶ୍ୱର ବିଶ୍ୱାସି ହେବେ । ନିଜ ଭାଇ-ଭଉଣୀଙ୍କ ସହିତ କୌଣସି ଚଳଚିତ୍ର ଦେଖିପାରନ୍ତି

ପ୍ରତିକାର – ବରଗଛ ମୂଳରେ କିଛି କ୍ଷୀର ଢାଳି ଦିନଟି ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :