• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th June 2023: ଏହି ରାଶିର ବ୍ୟକ୍ତି ଆଜି କର୍ମକ୍ଷେତ୍ରରେ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ

ସୈାର ବୃଷ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ମଙ୍ଗଳବାର । ଚନ୍ଦ୍ର – ମୀନ ଦିବା ୦୧.୩୩ ଗତେ ମେଷ,ତିଥି – ୧୦ମୀ ଦିବା ୦୯.୨୯ ଗତେ ୧୧ଶୀ,ଘାତ ଚନ୍ଦ୍ର – ଧନୁ ଦିବା ୦୧.୩୩ ଗତେ ମେଷ,ଘାତ ବାର – ମକର,ପୁଷ୍କର ଦୋଷ – ୧ପାଦ- କୃଷିହାନି- ଭୂମିଦାନ ।

Leo

ସିଂହ

Tuesday 13 Jun 2023

ମଘା- କର୍ମକ୍ଷେତ୍ରରେ କେତେକ ସମସ୍ୟାକୁ କେନ୍ଦ୍ରକରି ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ । ଈର୍ଷା ପରାୟଣ ମନୋଭାବ କାରଣରୁ ନିକଟ ସମ୍ପର୍କୀୟମାନେ ଦୂରେଇ ରହିପାରନ୍ତି।

ପୂ- ଫାଲ୍‌ଗୁନୀ- ଅଫିସ୍ରେ ବଡ ଅଧିକାରୀ ମାନଙ୍କର ସହଯୋଗ ପାଇବେ । ଭାଷଣ ବାଜିରେ କ୍ରୋଧକୁ ଆୟତକରିବା ଉଚିତ୍ ।

ଉ- ଫାଲ୍‌ଗୁନୀ- ପ୍ରଶାସନ, ଆଇନ, କଳା, ସାହିତ୍ୟରେ ଉନ୍ନତି କରିବେ । ଆଲୋଚନା ପରିସରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି

ପ୍ରତିକାର – ଶ୍ରୀ ମାତଙ୍ଗୀଙ୍କ ପୂଜା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :