• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th June 2023: ଏହି ରାଶିର ବ୍ୟକ୍ତି ଆଜି କର୍ମକ୍ଷେତ୍ରରେ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ

ସୈାର ବୃଷ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ମଙ୍ଗଳବାର । ଚନ୍ଦ୍ର – ମୀନ ଦିବା ୦୧.୩୩ ଗତେ ମେଷ,ତିଥି – ୧୦ମୀ ଦିବା ୦୯.୨୯ ଗତେ ୧୧ଶୀ,ଘାତ ଚନ୍ଦ୍ର – ଧନୁ ଦିବା ୦୧.୩୩ ଗତେ ମେଷ,ଘାତ ବାର – ମକର,ପୁଷ୍କର ଦୋଷ – ୧ପାଦ- କୃଷିହାନି- ଭୂମିଦାନ ।

Virgo

କନ୍ୟା

Tuesday 13 Jun 2023

ଉ- ଫାଲ୍‌ଗୁନୀ- ସନ୍ତାନ ମାନଙ୍କ ସାଫଲ୍ୟ ମନରେ ଖୁସି ଆଣିଦେବ । ବାଣିଜ୍ୟ ବ୍ୟବସାୟରେ ସ୍ଥିର ଅବସ୍ଥା ଲାଗି ରହିବ । ପିଲା ଦିନର ସାଙ୍ଗଙ୍କ ସହିତ ଭେଟ ହୋଇପାରେ

ହସ୍ତା- ନିଜର ମୂଲ୍ୟବାନ ଵାସ୍ତୁମାନଙ୍କର ବିଶେଷ ଧ୍ୟାନ ରଖନ୍ତୁ । ଜୀବନ-ସାଥି ଅତି ଉତ୍ତମ ହୋଇଥିବା କାରଣରୁ ଆପଣ ନିଜକୁ ଅତି ଭାଗ୍ୟଶାଳି ଅନୁଭବ କରିବେ

ଚିତ୍ରା- ବିଶେଷତଃ ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ । ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହଯୋଗରେ ବାଞିତ ଅଭିଳାଷ ପୂରଣ ହେବ

ପ୍ରତିକାର - ପାଣିରେ କିଛି ଲୁଣ ପକାଇ ଘରକୁ ପୋଛନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :