• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th June 2023: ଏହି ରାଶିର ବ୍ୟକ୍ତି ଆଜି କର୍ମକ୍ଷେତ୍ରରେ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ

ସୈାର ବୃଷ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ମଙ୍ଗଳବାର । ଚନ୍ଦ୍ର – ମୀନ ଦିବା ୦୧.୩୩ ଗତେ ମେଷ,ତିଥି – ୧୦ମୀ ଦିବା ୦୯.୨୯ ଗତେ ୧୧ଶୀ,ଘାତ ଚନ୍ଦ୍ର – ଧନୁ ଦିବା ୦୧.୩୩ ଗତେ ମେଷ,ଘାତ ବାର – ମକର,ପୁଷ୍କର ଦୋଷ – ୧ପାଦ- କୃଷିହାନି- ଭୂମିଦାନ ।

Libra

ତୁଳା

Tuesday 13 Jun 2023

ଚିତ୍ରା- କର୍ମ କ୍ଷେତ୍ରରେ ବହୁ ସମୟ କାଟିବାକୁ ବାଧ୍ୟ ହେବେ ଓ କଳବଳ ଖଟାଇ ନିଜ ସ୍ଥାନକୁ କୈାଣସି ମତେ ଦୃଢ କରିବେ । ବ୍ୟବସାୟରେ ଆୟର ସ୍ରୋତ ଖୋଲିଯିବ ।

ସ୍ୱାତୀ- ସାମ୍ବାଦିକ ମାନେ ଲକ୍ଷ ଦିଗରେ ଆଗେଇବେ । ଜମିକୁ ନେଇ ପ୍ରତ୍ୟେକ ପ୍ରତିବନ୍ଧକକୁ ସମ୍ମୁଖୀନ କରି ଆଗେଇ ବାକୁ ବାଧ୍ୟ ହେବେ ।

ବିଶାଖା- ଶିକ୍ଷାତ୍ରୀ ମାନେ ଦେଇଥିବା ପରିକ୍ଷାରେ କୃତକାର‌୍ୟ୍ୟ ହେବେ । ସାମାଜିକ ଗତିବିଧିରେ ସକ୍ରିୟ ଭୂମିକା ନିର୍ବାହ କରିବେ

ପ୍ରତିକାର – ଭାର୍ଗବିଙ୍କର ଫଟକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :