• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th June 2023: ଏହି ରାଶିର ବ୍ୟକ୍ତି ଆଜି କର୍ମକ୍ଷେତ୍ରରେ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ

ସୈାର ବୃଷ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ମଙ୍ଗଳବାର । ଚନ୍ଦ୍ର – ମୀନ ଦିବା ୦୧.୩୩ ଗତେ ମେଷ,ତିଥି – ୧୦ମୀ ଦିବା ୦୯.୨୯ ଗତେ ୧୧ଶୀ,ଘାତ ଚନ୍ଦ୍ର – ଧନୁ ଦିବା ୦୧.୩୩ ଗତେ ମେଷ,ଘାତ ବାର – ମକର,ପୁଷ୍କର ଦୋଷ – ୧ପାଦ- କୃଷିହାନି- ଭୂମିଦାନ ।

Scorpio

ବିଛା

Tuesday 13 Jun 2023

ବିଶାଖା- ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆନନ୍ଦିତ ରହିବେ । ବନ୍ଧୁଙ୍କ ଠାରୁ ଆର୍ଥିକ ସହାୟତା ମିଳିପାରେ । କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ

ଅନୁରାଧା- ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତୀ ହେବେ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ଛାତ୍ରଛାତ୍ରୀ ମାନେ ଉଚ୍ଚଶିକ୍ଷା ଲାଭ ପାଇଁ ପ୍ରସ୍ତୁତ ହେବେ

ଜ୍ୟୋଷ୍ଠା- ଜେଲରୁ ଜାମିନ୍ ମିଳିପାରେ । ସବୁ କାମ ନିର୍ଦ୍ଧାରିତ ସମୟରେ ପୁରା କରିବା ପାଇଁ ଚେଷ୍ଟା କରିବେ । ଯାନ ବାହନ କିଣିବା ଲାଗି ଆଗ୍ରହ ପ୍ରକାଶ କରିବେ ।

ପ୍ରତିକାର – ନୃସିଂହଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :