• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th June 2023: ଏହି ରାଶିର ବ୍ୟକ୍ତି ଆଜି କର୍ମକ୍ଷେତ୍ରରେ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ

ସୈାର ବୃଷ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ମଙ୍ଗଳବାର । ଚନ୍ଦ୍ର – ମୀନ ଦିବା ୦୧.୩୩ ଗତେ ମେଷ,ତିଥି – ୧୦ମୀ ଦିବା ୦୯.୨୯ ଗତେ ୧୧ଶୀ,ଘାତ ଚନ୍ଦ୍ର – ଧନୁ ଦିବା ୦୧.୩୩ ଗତେ ମେଷ,ଘାତ ବାର – ମକର,ପୁଷ୍କର ଦୋଷ – ୧ପାଦ- କୃଷିହାନି- ଭୂମିଦାନ ।

Sagittarius

ଧନୁ

Tuesday 13 Jun 2023

ମୂଳା- ଗୋଡରେ କିଛି ସମସ୍ୟା ଦେଖାଦେବ । ବନ୍ଧୁ ମାନଙ୍କର ଅପପ୍ରଚାରରୁ ମାନସିକ ଅଶାନ୍ତି ଦେଖାଦେଇ ପାରେ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି ।

ପୂ, ଷାଢା- ବେପାର ବୃତିରେ ସଫଳତା ହାସଲ କରିବେ । କଳା ବିଦ୍ୟା ପ୍ରତି ଆଗ୍ରହ ସୃଷ୍ଟି ହୋଇପାରେ । ରାଜନୀତିରେ କୈାଣସି ପଦ ବ୍ୟକ୍ତିଙ୍କ ସାନିଦ୍ଧ୍ୟ ପାଇ ପାରନ୍ତି

ଉ, ଷାଢା- କଳା ବିଦ୍ୟା ପ୍ରତି ଆଗ୍ରହ ସୃଷ୍ଟି କରି ପାରନ୍ତି । ଗୃହିଣୀ ମାନେ ଗୃହପୋକରଣ ସଂଗ୍ରହ କରି ପାରନ୍ତି । ସଭା ସମିତି ପ୍ରଭୁତିରୁ ଆଶ୍ଵସ୍ଥି ଲାଭ କରିବେ

ପ୍ରତିକାର – ହନୁମାନଙ୍କ ପୂଜାପାଠ ସହିତ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :