• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th June 2023: ଏହି ରାଶିର ବ୍ୟକ୍ତି ଆଜି କର୍ମକ୍ଷେତ୍ରରେ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ

ସୈାର ବୃଷ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ମଙ୍ଗଳବାର । ଚନ୍ଦ୍ର – ମୀନ ଦିବା ୦୧.୩୩ ଗତେ ମେଷ,ତିଥି – ୧୦ମୀ ଦିବା ୦୯.୨୯ ଗତେ ୧୧ଶୀ,ଘାତ ଚନ୍ଦ୍ର – ଧନୁ ଦିବା ୦୧.୩୩ ଗତେ ମେଷ,ଘାତ ବାର – ମକର,ପୁଷ୍କର ଦୋଷ – ୧ପାଦ- କୃଷିହାନି- ଭୂମିଦାନ ।

Capricorn

ମକର

Tuesday 13 Jun 2023

ଉ, ଷାଢା- ବନ୍ଧୁଙ୍କ ମିଥ୍ୟା ଅଭିଯୋଗ ସକାଶେ ବିରକ୍ତି ଭାବ ପ୍ରକାଶ କରିବେ । ଆର୍ଥିକ କ୍ଷେତ୍ରରେ ଲଭବାନ୍ ସହିତ ସଂଚୟ କରିପାରନ୍ତି । ପାରିବାରିକ ଜୀବନରେ ଉତ୍ସାହ ଓ ପ୍ରେରଣା ମିଳିବ

ଶ୍ରବଣା- କର୍ମ କ୍ଷେତ୍ରରେ ସହକର୍ମୀ ଅଧସ୍ଥନ କର୍ମଚାରୀ ଓ ଉପରିସ୍ଥ ଅଧିକାରୀଙ୍କର ସାହାର‌୍ୟ୍ୟ ସହଯୋଗ ପାଇବେ । ରାଜନିତିରେ କାର୍ଯ୍ୟରେ ନେତୃତ୍ୱ ନେବେ

ଧନିଷ୍ଠା- ଜମିକୁ ନେଇ ବହୁ ଦିନରୁ ଲାଗି ରହିଥିବା ସମସ୍ୟା ସମାଧାନ ହୋଇଯିବ। ମହିଳା ମାନେ ବନ୍ଧୁପରିଜନଙ୍କ ପ୍ରିୟପାତ୍ର ହେବେ । ସାମାଜିକ କ୍ଷେତ୍ରରେ ଯଶ ବଢିବ ।

ପ୍ରତିକାର – ଶାରଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :