• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th March 2023: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟ ,ବାଣିଜ୍ୟ କ୍ଷେତ୍ରରେ ଶୁଭ ଫଳ ପାଇପାରନ୍ତି

ସୈାର କୁମ୍ଭ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ସୋମବାର । ଚନ୍ଦ୍ର – ବିଛା ଅହୋରାତ୍ର,ତିଥି – ୬ଷ୍ଠୀ ରାତ୍ରି ୦୯.୨୭ ଗତେ ୭ମୀ ଘାତ ଚନ୍ଦ୍ର – ନାସ୍ତି,ଘାତ ବାର- ମିଥୁନ,ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୦୮.୨୦ ଗତେ ୨ ପାଦ

Capricorn

ମକର

Monday 13 Mar 2023

ଉ, ଷାଢା- ଫୁସଫୁସ ସଂକ୍ରମଣରେ ଆକ୍ରାନ୍ତ ହୋଇପାରନ୍ତି । ନିଜର ଦକ୍ଷତା ଅନୁସାରେ କର୍ମକ୍ଷେତ୍ରରେ ବଡ ଦାୟିତ୍ୱ ନେଇପାରନ୍ତି । ଭାଙ୍ଗିଯାଇଥିବା ସପଂର୍କ ପୁନର୍ବାର ଯୋଡି ହୋଇପାରେ । ପ୍ରେମ ସମ୍ବନ୍ଧ ପ୍ରତି ଆପଣ ଅଧିକ ଯତ୍ନବାନ୍ ହେବେ

ଶ୍ରବଣା- ପୁସ୍ତକ ବ୍ୟବସାୟ, ପ୍ରସାଧନ ସାମଗ୍ରୀ ବ୍ୟବସାୟରେ ସଫଳତା ପାଇବେ । ବିଦ୍ୟାର୍ଥୀ ମାନେ ପଢାରେ ଶିକ୍ଷକଙ୍କ ସହାୟତା ପାଇବେ । ପରୋକ୍ଷ ଷଡଯନ୍ତ୍ର ମନରେ ହତାଶ ଭାବ ଦେଖା ଦେଇପାରେ

ଧନିଷ୍ଠା- ସଭା ସମିତିରେ କୈାଣସି କଥାରେ ଆପଣଙ୍କ ସପକ୍ଷେର ଯିବ ନାହିଁ । ପାଖରେ ଥିବା ଲୋକଟିର କଥା ସନ୍ଦେହ ଜନକ ରହିପାରେ । ଆର୍ଥିକ ଦିଗରୁ ସନ୍ତୋଷଜନକ ଫଳ ପାଇବେ

ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :