• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th March 2024: ଆଜି ଏହି ରାଶିର ବ୍ୟକ୍ତି ଚାକିରିରେ ସ୍ଥାନାନ୍ତରିତ ହୋଇପାରନ୍ତି

ସୈାର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୧୩ ତାରିଖ ବୁଧବାର ,ଚନ୍ଦ୍ର- ମେଷ ଅହୋରାତ୍ର,ତିଥ- ୪ର୍ଥୀ ରାତ୍ରି ୦୧.୨୬ ଗତେ ୫ମୀ,ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର,ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ନାସ୍ତି ।

Aries

ମେଷ

Wednesday 13 Mar 2024

ଅଶ୍ୱନୀ- ସ୍ୱାସ୍ଥ୍ୟଗତ ସମସ୍ୟାରେ ଉନ୍ନତି ହେବ । ଅପେକ୍ଷା କରୁଥିବା ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇ ପଡିବେ । ଆପଣ ନିଜ କଥାରେ ଅନ୍ୟ ମାନଙ୍କ ମନ ମୋହିବେ । ସମସ୍ୟା ସମାଧାନ ସକାଶେ ବନ୍ଧୁଙ୍କ ସହ କଥା ହେବାକୁ ପଡିବ ।

ଦ୍ୱିଜା- ସବୁ କାମ ନିର୍ଦ୍ଧାରିତ ସମୟରେ ସଂପୂର୍ଣ୍ଣ କରିବେ । ଜମିରେ ନିବେଶ ପାଇଁ ଭଲ ଦିନଟିଏ । ଚାକିରି କ୍ଷେତ୍ରରେ ନୂଆ ସ୍ଥାନକୁ ସ୍ଥାନାନ୍ତରିତ ହୋଇପାରେ ।

କୃତିକା- କୌଣସି ନୂଆ କାର୍ଯ୍ୟ ଆରମ୍ଭ କରିବା ପାଇଁ ଚେଷ୍ଟା କରିବେ । ବିରୋଧୀ ମାନେ ସତ ଚେଷ୍ଟା କରିଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ସହନଶୀଳତା ଯୋଗୁଁ ପ୍ରଶଂସା ମିଳିବ ।

ପ୍ରତିକାର - ହନୁମାନଙ୍କର ପୂଜା ସହିତ ଚାଳିଶା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :