• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th March 2024: ଆଜି ଏହି ରାଶିର ବ୍ୟକ୍ତି ଚାକିରିରେ ସ୍ଥାନାନ୍ତରିତ ହୋଇପାରନ୍ତି

ସୈାର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୧୩ ତାରିଖ ବୁଧବାର ,ଚନ୍ଦ୍ର- ମେଷ ଅହୋରାତ୍ର,ତିଥ- ୪ର୍ଥୀ ରାତ୍ରି ୦୧.୨୬ ଗତେ ୫ମୀ,ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର,ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ନାସ୍ତି ।

Cancer

କର୍କଟ

Wednesday 13 Mar 2024

ପୁନର୍ବସୁ- ଜରୁରୀ କାମରେ ଘର ଲୋକଙ୍କର ସାହାଯ୍ୟ ପାଇବେ । ବିବାହ ପାଇଁ ଲାଗିରହିଥିବା ତାରିଖ ଧାର୍ଯ୍ୟ ହୋଇପାରେ । ଭାବୁଥିବା କାମକୁ ମନପ୍ରାଣ ଦେଇ ପୂରା କରିବେ । ଅଭିଭାବକ ଠାରୁ ଝିଅ ମାନେ ଉପହାର ପାଇ ପାରନ୍ତି ।

ପୁଷ୍ୟା- ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲି ଯିବ । ଶିକ୍ଷାର୍ଥି ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ସାମାଜିକ ଆଦୃତି ମାଧ୍ୟମରେ ସୁଖ ସମ୍ମାନ ପ୍ରଦାନ କରିବ ।

ଅଶ୍ଲେଷା- ଆପଣଙ୍କ ପରାକ୍ରମ ବଢିବ । ଅପ୍ରତ୍ୟାଶିତ ଧନ ପ୍ରାପ୍ତି ହୋଇପାରେ । ଗୃହିଣୀଙ୍କ ଠାରୁ ସହଯୋଗ ମିଳିବ । ଜରୁରୀ କାମରେ ଦୂର ସ୍ଥାନକୁ ଯାଇପାରନ୍ତି । ପୂର୍ବର ଚିନ୍ତା ସମାପ୍ତ ହୋଇଯିବ ।

ପ୍ରତିକାର – ଗୁରୁଜନ ମାନଙ୍କ ଚରଣ ସ୍ପର୍ଶ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :