• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th March 2024: ଆଜି ଏହି ରାଶିର ବ୍ୟକ୍ତି ଚାକିରିରେ ସ୍ଥାନାନ୍ତରିତ ହୋଇପାରନ୍ତି

ସୈାର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୧୩ ତାରିଖ ବୁଧବାର ,ଚନ୍ଦ୍ର- ମେଷ ଅହୋରାତ୍ର,ତିଥ- ୪ର୍ଥୀ ରାତ୍ରି ୦୧.୨୬ ଗତେ ୫ମୀ,ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର,ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ନାସ୍ତି ।

Leo

ସିଂହ

Wednesday 13 Mar 2024

ମଘା- ମନ ଅଶାନ୍ତରୁ ମୁକ୍ତ ରହିବ । ମହତ୍ୱପୂର୍ଣ୍ଣ କଥା ଆଲୋଚନା କରିବେ । ଶତୃ ଯେତେ ସମସ୍ୟା ସୃଷ୍ଟି କରିବେ, ଆପଣଙ୍କର ସେତେ ଲାଭ ହେବ । ପରିବାରର ଲୋକଙ୍କ ସହିତ ସାମାନ୍ୟ ବାଦ ବିବାଦ ହୋଇପାରେ ।

ପୂ,ଫାଲଗୁନି- ଅବିବାହିତ କନ୍ୟାଙ୍କ ଲାଗି ଲାଭ ଦିନଟିଏ । ଖେଳାଳିମାନେ ନିଜର ଗୌରବ ଫେରି ପାଇବେ । ଆପଣ ଯେଉଁ ନିଷ୍ପତି ନେବେ ତାହା ଆପଣଙ୍କୁ ଭବିଷ୍ୟତରେ ଲାଭ ଦେବ । ଜୀବନସାଥି ସହ ସୁଖଦ ସମୟ କାଟିବେ ।

ଉ,ଫାଲଗୁନି- କର୍ମକ୍ଷେତ୍ରରେ ପ୍ରଶଂସା ଓ ପ୍ରତିଷ୍ଠା ପ୍ରତି ଈର୍ଷାନ୍ୱିତ ହେବେ । ବିବାଦରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ । ନିକଟସ୍ଥ ସ୍ଥାନ ମାନଙ୍କର ଭ୍ରମଣ କରି ବେଶ୍ ଆନନ୍ଦ ପାଇବେ ।

ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :