ସୈାର କୁମ୍ଭ ମାସ ଫାଲ୍ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୧୩ ତାରିଖ ବୁଧବାର ,ଚନ୍ଦ୍ର- ମେଷ ଅହୋରାତ୍ର,ତିଥ- ୪ର୍ଥୀ ରାତ୍ରି ୦୧.୨୬ ଗତେ ୫ମୀ,ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର,ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ନାସ୍ତି ।
ଚିତ୍ରା- ବ୍ୟବସାୟରେ ଅଧିକ ଖର୍ଚ୍ଚ ହେବାର ସମ୍ଭାବନା ଅଛି । ଉଚିତ୍ ବ୍ୟବହାର ପାଇଁ ଖୁସିର ବାତାବରଣ ଦେଖାଦେବ । ବିଗିଡି ଯାଇଥିବା କାର୍ଯ୍ୟ ଠିକ୍ ହୋଇଯିବ ।
ସ୍ୱାତୀ- ଅନ୍ୟର ପରାମର୍ଶ ଆପଣଙ୍କର ଲାଭ ଦାୟକ ହୋଇପାରେ । ଦାମ୍ପତ୍ୟ ଜୀବନରେ ନୂଆ ଖୁସିର ଆଗମନ ହେବ । ଅଫିସରେ ସହକର୍ମୀ ଆପଣଙ୍କୁ ସମ୍ମାନ କରିବେ ।
ବିଶାଖା- ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ସମ୍ପତି କୁ ନେଇ ସାମାନ୍ୟ ଝଗଡା ଲାଗିପାରେ । ସାମୁହିକ ପ୍ରୟାସ ଓ ସହଯୋଗ
ଦ୍ୱାରା ଆଗକୁ ବଢିବା ସମ୍ଭବ ହେବ ।
ପ୍ରତିକାର – ଶ୍ରୀ ଭାର୍ଗବୀଙ୍କୁ ପୂଜା କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫