• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th March 2024: ଆଜି ଏହି ରାଶିର ବ୍ୟକ୍ତି ଚାକିରିରେ ସ୍ଥାନାନ୍ତରିତ ହୋଇପାରନ୍ତି

ସୈାର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୧୩ ତାରିଖ ବୁଧବାର ,ଚନ୍ଦ୍ର- ମେଷ ଅହୋରାତ୍ର,ତିଥ- ୪ର୍ଥୀ ରାତ୍ରି ୦୧.୨୬ ଗତେ ୫ମୀ,ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର,ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ନାସ୍ତି ।

Libra

ତୁଳା

Wednesday 13 Mar 2024

ଚିତ୍ରା- ବ୍ୟବସାୟରେ ଅଧିକ ଖର୍ଚ୍ଚ ହେବାର ସମ୍ଭାବନା ଅଛି । ଉଚିତ୍ ବ୍ୟବହାର ପାଇଁ ଖୁସିର ବାତାବରଣ ଦେଖାଦେବ । ବିଗିଡି ଯାଇଥିବା କାର୍ଯ୍ୟ ଠିକ୍ ହୋଇଯିବ ।

ସ୍ୱାତୀ- ଅନ୍ୟର ପରାମର୍ଶ ଆପଣଙ୍କର ଲାଭ ଦାୟକ ହୋଇପାରେ । ଦାମ୍ପତ୍ୟ ଜୀବନରେ ନୂଆ ଖୁସିର ଆଗମନ ହେବ । ଅଫିସରେ ସହକର୍ମୀ ଆପଣଙ୍କୁ ସମ୍ମାନ କରିବେ ।

ବିଶାଖା- ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ସମ୍ପତି କୁ ନେଇ ସାମାନ୍ୟ ଝଗଡା ଲାଗିପାରେ । ସାମୁହିକ ପ୍ରୟାସ ଓ ସହଯୋଗ

ଦ୍ୱାରା ଆଗକୁ ବଢିବା ସମ୍ଭବ ହେବ ।

ପ୍ରତିକାର – ଶ୍ରୀ ଭାର୍ଗବୀଙ୍କୁ ପୂଜା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :