• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th March 2024: ଆଜି ଏହି ରାଶିର ବ୍ୟକ୍ତି ଚାକିରିରେ ସ୍ଥାନାନ୍ତରିତ ହୋଇପାରନ୍ତି

ସୈାର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୧୩ ତାରିଖ ବୁଧବାର ,ଚନ୍ଦ୍ର- ମେଷ ଅହୋରାତ୍ର,ତିଥ- ୪ର୍ଥୀ ରାତ୍ରି ୦୧.୨୬ ଗତେ ୫ମୀ,ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର,ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ନାସ୍ତି ।

Scorpio

ବିଛା

Wednesday 13 Mar 2024

ବିଶାଖା- ପ୍ରେମୀ ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବ । ପରିବାରରେ ଯେତେ ପ୍ରକାର ସମସ୍ୟା ଆସିଲେ ମଧ୍ୟ ତାହାର ଠିକ୍ ସାମ୍ନା କରିବା କଷ୍ଟକର ହୋଇପାରେ ।

ଅନୁରାଧା-ଶିକ୍ଷା କ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଜନଙ୍କ ପାଖରେ ଆଦୃତ ହେବେ । କର୍ମ କ୍ଷେତ୍ରରେ ଆପଣଙ୍କ ଉଦାର ସ୍ୱାଭାବ ସମସ୍ତଙ୍କୁ ପ୍ରଭାବିତ କରିବ ।

ଜ୍ୟେଷ୍ଠା- ଧନ ପ୍ରାପ୍ତିର ଭଲ ଯୋଗ ରହିଛି । ମାଲିମକଦ୍ଦମାରେ ଜୟଯୁକ୍ତ ହୋଇପାରନ୍ତି । ରାଜନେତା ନୂଆ କାର୍ଯ୍ୟ ଭାର ଗ୍ରହଣ କରିବେ । ମନରେ ନୂଆ ଆଶା ସୃଷ୍ଟି ହେବ ।

ପ୍ରତିକାର – ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :