ସୈାର କୁମ୍ଭ ମାସ ଫାଲ୍ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୧୩ ତାରିଖ ବୁଧବାର ,ଚନ୍ଦ୍ର- ମେଷ ଅହୋରାତ୍ର,ତିଥ- ୪ର୍ଥୀ ରାତ୍ରି ୦୧.୨୬ ଗତେ ୫ମୀ,ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର,ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ନାସ୍ତି ।
ଉ,ଷାଢା-ଆପଣଙ୍କର ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ,ଉଦ୍ଧିଷ୍ଟ କାର୍ଯ୍ୟ ସିଦ୍ଧି ହେବ । ଶତୃମାନେ ପ୍ରତିହତ ହେବେ, ଆୟ କ୍ରମେ ବଢିବ । ତିର୍ଥଯାତ୍ରାରେ ଦେବ ଦର୍ଶନ କରିପାରନ୍ତି ।
ଶ୍ରବଣା- କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କୁ ସହଜରେ ନିଜ କଥାରେ ପଭାବିତ କରିବେ । ମହିଳା ମାନେ ନିଜ ହାତ ପାହାନ୍ତାରେ ଥିବା ସୁଯୋଗ ହରାଇ ପାରନ୍ତି । ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କ ସହ ସୁ-ସମ୍ପର୍କ ସ୍ଥାପନ କରି ପୂର୍ଣ୍ଣ ସହଯୋଗ ପାଇବେ ।
ଧନିଷ୍ଠା- ଦିନଚର୍ଯ୍ୟା ବହୁତ ଆଡମ୍ବର ପୂର୍ଣ୍ଣ ରହିପାରେ । କର୍ମତତ୍ପରତା କାରଣରୁ ଆଗେଇ ଚାଲିବେ । ସାଂସାରିକ ଦ୍ରବ୍ୟାଦି ଲାଭ କରିବେ । ସାମାଜିକ ସହଯୋଗ ଲାଭ କରିବେ
ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮