• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th March 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୧୩ ତାରିଖ ଗୁରୁବାର । ଚନ୍ଦ୍ର- ସିଂହ ଅହୋରାତ୍ର । ତିଥି- ୧୪ଶୀ ଦିବା ୧୦.୩୬ ଗତେ ପୂର୍ଣ୍ଣିମା । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର । ଘାତବାର- ତୁଳା ଓ କୁମ୍ଭ ରାଶିର ।

Taurus

ବୃଷ

Thursday 13 Mar 2025

କୃତିକା- ଅନିୟମିତ ଆହାର ଯୋଗୁଁ ସ୍ବାସ୍ଥ୍ୟ ସମସ୍ୟା ଦେଖାଦେଇପାରେ । ଅଫିସ୍ କାମରେ କୌଣସି ବ୍ୟକ୍ତି ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇପାରନ୍ତି । ଚେଷ୍ଟା ସଫଳ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିବେ । ରୋହିଣୀ- ପାରିବାରିକ କ୍ଷେତ୍ରର ସମସ୍ୟା ସମାଧାନ କରିବା ସକାଶେ ଚେଷ୍ଟା କରିବେ ।  ଉଚ୍ଚବର୍ଗଙ୍କଠାରୁ ପରୋକ୍ଷରେ ସମାଲୋଚିତ ହେବେ । କର୍ମକ୍ଷେତ୍ରରେ ଭୁଲ୍ ଖବର ପାଇ ବିବ୍ରତ ହୋଇପାରନ୍ତି । ମୃଗଶିରା- ପାଖ,ପଡ଼ୋଶୀଙ୍କ ସହ ସୁସମ୍ପର୍କ ସ୍ଥାପନ କରିବା ପାଇଁ ମନ ବଳାଇବେ । ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । କଚେରି ମାମଲା ମନ୍ଥର ହୋଇପାରେ ।

ପ୍ରତିକାର – ମା କମଳାଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS

କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୧୩ ତାରିଖ ଗୁରୁବାର । ଚନ୍ଦ୍ର- ସିଂହ ଅହୋରାତ୍ର । ତିଥି- ୧୪ଶୀ ଦିବା ୧୦.୩୬ ଗତେ ପୂର୍ଣ୍ଣିମା । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର । ଘାତବାର- ତୁଳା ଓ କୁମ୍ଭ ରାଶିର ।