କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୧୩ ତାରିଖ ଗୁରୁବାର । ଚନ୍ଦ୍ର- ସିଂହ ଅହୋରାତ୍ର । ତିଥି- ୧୪ଶୀ ଦିବା ୧୦.୩୬ ଗତେ ପୂର୍ଣ୍ଣିମା । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର । ଘାତବାର- ତୁଳା ଓ କୁମ୍ଭ ରାଶିର ।
ପୁନର୍ବସୁ- ମାନସିକ ଅଶାନ୍ତି କ୍ରମଶଃ ବୃଦ୍ଧି ପାଇବା କାରଣରୁ ମନରେ ଖୁସି ରହିବ ନାହିଁ । କର୍ମକ୍ଷେତ୍ରରେ ଆପଣଙ୍କ ଭୁଲ୍ ନିଷ୍ପତ୍ତି ଏକତରଫା ହୋଇଯାଇପାରେ । ବ୍ୟବସାୟ ଲାଗି ଯାତ୍ରାରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ। ପୁଷ୍ୟା- ଶିଳ୍ପ, ପରିବହନ, ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ କିନ୍ତୁ ନିରାଶ ହେବେନି । ସାମାଜିକ ସ୍ତରରେ ସମ୍ମାନ ଲାଭ କରିପାରନ୍ତି । ପରୋକ୍ଷ ଶତ୍ରୁତା ପ୍ରତି ସତର୍କ ରହିବା ସହିତ କାମ ହାସଲ କରିବାରେ କିଛି ଅସୁବିଧା ହେବ ନାହିଁ। ଅଶ୍ଲେଷା- ପରିସ୍ଥିତିବଶତଃ ଅନ୍ୟମାନଙ୍କୁ ବିଶ୍ୱାସକରି ପ୍ରତାରିତ ହୋଇପାରନ୍ତି । ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତ ହୋଇପାରନ୍ତି । ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ ।
ପ୍ରତିକାର – କଳା ରଙ୍ଗର କୁକୁରକୁ ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨
କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୧୩ ତାରିଖ ଗୁରୁବାର । ଚନ୍ଦ୍ର- ସିଂହ ଅହୋରାତ୍ର । ତିଥି- ୧୪ଶୀ ଦିବା ୧୦.୩୬ ଗତେ ପୂର୍ଣ୍ଣିମା । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର । ଘାତବାର- ତୁଳା ଓ କୁମ୍ଭ ରାଶିର ।