ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ଶନିବାର ।ଚନ୍ଦ୍ର – କୁମ୍ଭ ଅହୋରାତ୍ର ,ତିଥି – ୮ମୀ ପ୍ରାତଃ ୦୬.୫୧ ଗତେ ୯ମୀ ,ଘାତ ଚନ୍ଦ୍ର – ମିଥୁନ, ମୀନ ଅହୋରାତ୍ର,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୧ ପାଦ କୃଷିହାନି- ଭୂମିଦାନ
ଧନିଷ୍ଠା – କୈାଣସି ଖବର ପାଇ ମନ ଅସି୍ଥର ହୋଇପାରେ । ସ୍ୱାସ୍ଥ୍ୟରେ ଅବୋନ୍ନତି ଦେଖା ଦେଇପାରେ । ବ୍ୟବସାୟରେ ସ୍ଥାୟୀ ରହିବା ପାଇଁ ଚେଷ୍ଟା କରିବେ । ସଂଗଠନ କ୍ଷେତ୍ରରେ ନିଜକୁ ସାମିଲ କରିବା ସହିତ ନିଜର ଦକ୍ଷତା ପ୍ରତିପାଦିତ କରିବେ ।
ଶତଭିଷା – ଖାଦ୍ୟ , ପାନୀୟ ପ୍ରତି ସଚେତନ ରୁହନ୍ତୁ । କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ । ରାଜନିତିରେ ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ହାତ ମୁଶାଇବେ । ଛାତ୍ରଛାତ୍ରି ଗୁରୁଜନଙ୍କ ଠାରୁ ଭଲ ପରାମର୍ଶ ପାଇବେ ।
ପୂ , ଭାଦ୍ରପଦ – ଅଫିସ୍ରେ ଆପଣଙ୍କୁ ସାବଧାନ୍ ରହିବାକୁ ପଡିବ । ଜମିକୁ ନେଇ ବହୁ ଦିନରୁ ଲାଗି ରହିଥିବା ସମସ୍ୟା ସମାଧାନ ହୋଇଯିବ । ମହିଳା ମାନେ ବନ୍ଧୁପରିଜନଙ୍କ ପ୍ରିୟପାତ୍ର ହେବେ ।
ପ୍ରତିକାର – ନାଲି ପୋଷାକ ବ୍ୟବହାର କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮