• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th May 2024: ଏହି ରାଶିର ବ୍ୟକ୍ତିଙ୍କର ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ

ସୈାର ମେଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୧୩ ତାରିଖ ସୋମବାର । ଚନ୍ଦ୍ର- କର୍କଟ ଅହୋରାତ୍ର,ତିଥି-୬ଷ୍ଠୀ ରାତ୍ରି ୦୨.୫୦ ଗତେ ୭ମୀ ,ଘାତଚନ୍ଦ୍ର- ନାସ୍ତି,ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୧୧.୨୪ ପର୍ଯ୍ୟନ୍ତ, ରାତ୍ରି ୦୨.୫୦ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ

Aries

ମେଷ

Monday 13 May 2024

ଅଶ୍ୱନୀ- ଦାମ୍ପତ୍ୟ ସୁଖରେ ଆସାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟ କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦର ସମାଧାନ ହେବ । ଉନ୍ନତ ଜ୍ଞାନ କୈାଶଳରେ କାର୍ଯ୍ୟ କରୁଥିବା ଲୋକମାନଙ୍କ ପାଇଁ ବିଶେଷ ଶୁଭ ହେବ ।

ଦ୍ୱିଜା- କର୍ମକ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କ ଠାରୁ ଲାଭବାନ୍ ହେବେ । ରାଜନୀତିରେ ପଛକଥାକୁ ଚିନ୍ତା କରି ବିରକ୍ତି ପ୍ରକାଶ କଲେ ଅନିଷ୍ଟକର ପରିସ୍ଥିତି ସୃଷ୍ଟି ହେବ

କୃତିକା- କଚେରି ମାମଲାରେ ସାମୟିକ ଦୁଶ୍ଚିନ୍ତାରୁ ରକ୍ଷା ପାଇ ପାରିବେନି ।ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । କର୍ମଚାରୀ ମାନଙ୍କୁ ଭରସା କଲେ କୈାଣସି ଅସୁବିଧା ହେବ ନାହିଁ

ପ୍ରତିକାର - ଇଷ୍ଟଦେବ ନୃସିଂହ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :