• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th May 2024: ଏହି ରାଶିର ବ୍ୟକ୍ତିଙ୍କର ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ

ସୈାର ମେଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୧୩ ତାରିଖ ସୋମବାର । ଚନ୍ଦ୍ର- କର୍କଟ ଅହୋରାତ୍ର,ତିଥି-୬ଷ୍ଠୀ ରାତ୍ରି ୦୨.୫୦ ଗତେ ୭ମୀ ,ଘାତଚନ୍ଦ୍ର- ନାସ୍ତି,ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୧୧.୨୪ ପର୍ଯ୍ୟନ୍ତ, ରାତ୍ରି ୦୨.୫୦ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ

Taurus

ବୃଷ

Monday 13 May 2024

କୃତିକା- ପୂର୍ବ କଥା ପାସୋରି ନୂଆ କାମ ଆରମ୍ଭ କରନ୍ତୁ । ଆପଣଙ୍କର ଧ୍ୟାନ ଅଧ୍ୟାତ୍ମ୍ୟ ଦିଗକୁ ଅଧିକ ରହିବ । ଜୀବନ ସାଥିଙ୍କ ସହଯୋଗ ଆପଣଙ୍କ ଅଶାନ୍ତି ଦୂର କରିଦେବ ।

ରୋହିଣୀ- କର୍ତୁପକ୍ଷ ଆପଣଙ୍କୁ କୌଣସି ଦାୟିତ୍ୱ ଦେବେ । ବିଦ୍ୟାର୍ଥୀ ମାନେ ସଫଳତା ଲାଭ କରିବେ। ଆପଣ କୈାଣସି ବିଷୟରେ ବଡ ନିଷ୍ପତି ନେଇପାରନ୍ତି

ମୃଗଶିରା- ସମ୍ମାନିତ ଲୋକଙ୍କ ସହ ମିଶିବାର ଅବସର ପାଇବେ । ବଡ ଯୋଜନାର ଶୁଭାରମ୍ଭ କରିପାରନ୍ତି । ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ଅଛି

ପ୍ରତିକାର – ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :