• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th May 2024: ଏହି ରାଶିର ବ୍ୟକ୍ତିଙ୍କର ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ

ସୈାର ମେଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୧୩ ତାରିଖ ସୋମବାର । ଚନ୍ଦ୍ର- କର୍କଟ ଅହୋରାତ୍ର,ତିଥି-୬ଷ୍ଠୀ ରାତ୍ରି ୦୨.୫୦ ଗତେ ୭ମୀ ,ଘାତଚନ୍ଦ୍ର- ନାସ୍ତି,ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୧୧.୨୪ ପର୍ଯ୍ୟନ୍ତ, ରାତ୍ରି ୦୨.୫୦ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ

Aquarius

କୁମ୍ଭ

Monday 13 May 2024

ଧନିଷ୍ଠା- ପିଲାମାନଙ୍କ ବିଶୃଙ୍ଖଳିତ ଆଚରଣ ଓ ଘର ଲୋକଙ୍କ ଦାୟିତ୍ୱହୀନତାରୁ ଚିନ୍ତିତ ରହିବେ। ବନ୍ଧୁବାନ୍ଧବରେ ସମସ୍ୟା ସମାଧାନର ରାସ୍ତା ଖୋଜି ପାଇବେ।

ଶତଭିଷା- ଧର୍ମକାର‌୍ୟ୍ୟରେ ବ୍ୟସ୍ତ ରହିବେ । ଆବଶ୍ୟକତା ପୂରଣ କରିବା ପାଇଁ ଧାର ଉଧାର କରିବାକୁ ପଡ଼ିପାରେ। ବିଶିଷ୍ଟ ବ୍ୟକ୍ତିମାନଙ୍କର ସଂସ୍ପର୍ଶରେ କାର‌୍ୟ୍ୟ ହାସଲ କରିବେ।

ପୂ,ଭାଦ୍ରପଦ- ପରିସ୍ଥିତିବଶତଃ ଅନ୍ୟମାନଙ୍କୁ ବିଶ୍ୱାସକରି ପ୍ରତାରିତ ହୋଇପାରନ୍ତି । ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତ ହୋଇପାରନ୍ତି । ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ

ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :