• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th May 2024: ଏହି ରାଶିର ବ୍ୟକ୍ତିଙ୍କର ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ

ସୈାର ମେଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୧୩ ତାରିଖ ସୋମବାର । ଚନ୍ଦ୍ର- କର୍କଟ ଅହୋରାତ୍ର,ତିଥି-୬ଷ୍ଠୀ ରାତ୍ରି ୦୨.୫୦ ଗତେ ୭ମୀ ,ଘାତଚନ୍ଦ୍ର- ନାସ୍ତି,ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୧୧.୨୪ ପର୍ଯ୍ୟନ୍ତ, ରାତ୍ରି ୦୨.୫୦ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ

Pisces

ମୀନ

Monday 13 May 2024

ପୂ,ଭାଦ୍ରପଦ- ପାରିବାରିକ ଜୀବନରେ ଅବହେଳା ପ୍ରଦର୍ଶନ କରିବେ । ସରକାରୀ ଚାକିରିଆଙ୍କୁ ମନ ପସନ୍ଦ ଜାଗାକୁ ବଦଳି ହେବ । ଆଜି ଯେଉଁ କାମ କରିବେ ସେଥିରେ ସଫଳତା ପାଇବେ ।

ଉ,ଭାଦ୍ରପଦ- ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ମାନ ସମ୍ମାନ ପାଇବେ । ବିଦ୍ୟାର୍ଥୀ ମାନେ ପଢାରେ ମନନିବେଶ କରିବେ । କୈାଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇପାରନ୍ତି ।

ରେବତୀ- ଅଳଙ୍କାର ସୁନା କିଣିବା ଲାଗି ଭାବିବେ । କାହା ସହ କଟୁ ଭାଷାରେ କଥା ହୁଅନ୍ତୁ ନାହିଁ । ଭାବିଥିବା କାମରେ ନିଜ ଦକ୍ଷତା ବଳରେ ପୁରା କରିବେ ।

ପ୍ରତିକାର – ହଳଦିଆ ରଙ୍ଗର ପୋଷାକ ବ୍ୟବହାର କରିବେ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :