• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th May 2024: ଏହି ରାଶିର ବ୍ୟକ୍ତିଙ୍କର ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ

ସୈାର ମେଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୧୩ ତାରିଖ ସୋମବାର । ଚନ୍ଦ୍ର- କର୍କଟ ଅହୋରାତ୍ର,ତିଥି-୬ଷ୍ଠୀ ରାତ୍ରି ୦୨.୫୦ ଗତେ ୭ମୀ ,ଘାତଚନ୍ଦ୍ର- ନାସ୍ତି,ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୧୧.୨୪ ପର୍ଯ୍ୟନ୍ତ, ରାତ୍ରି ୦୨.୫୦ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ

Gemini

ମିଥୁନ

Monday 13 May 2024

ମୃଗଶିରା- ସୁସ୍ଥ ମାନସିକତା ରକ୍ଷା କରିବେ । ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ବିଦେଶୀ ବନ୍ଧୁଙ୍କ ଦ୍ୱାରା ଅଧିକ ଉପକୃତ ହେବେ ।

ଆଦ୍ରା- ଅତି ନିକଟର ବନ୍ଧୁବାନ୍ଧବଙ୍କ ସହ ଅତି ପ୍ରିୟତା ସୃଷ୍ଟି ହେବ । ସମାଜ ସେବାରେ ବେଶ୍ ଆନନ୍ଦ ଅନୁଭବ କରିବେ । ବାଣିଜ୍ୟ, ବ୍ୟବସାୟରେ ମଧ୍ୟ ଶିଥିଳତା ଦେଖାଦେବ ।

ପୁନର୍ବସୁ- ରାସ୍ତାଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି । ସରକାରୀ କାମ ପୂରା କରିବାରେ ସମୟ ଲାଗିପାରେ

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :