• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th May 2024: ଏହି ରାଶିର ବ୍ୟକ୍ତିଙ୍କର ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ

ସୈାର ମେଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୧୩ ତାରିଖ ସୋମବାର । ଚନ୍ଦ୍ର- କର୍କଟ ଅହୋରାତ୍ର,ତିଥି-୬ଷ୍ଠୀ ରାତ୍ରି ୦୨.୫୦ ଗତେ ୭ମୀ ,ଘାତଚନ୍ଦ୍ର- ନାସ୍ତି,ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୧୧.୨୪ ପର୍ଯ୍ୟନ୍ତ, ରାତ୍ରି ୦୨.୫୦ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ

Cancer

କର୍କଟ

Monday 13 May 2024

ପୁନର୍ବସୁ- ଆପଣଙ୍କ ବ୍ୟଙ୍ଗାତ୍ମକ ବ୍ୟବହାର ଲୋକଙ୍କୁ ପ୍ରଭାବିତ କରିବ । ଆଧ୍ୟାତ୍ମିକ ଭାବନାରେ ସମୟ ବିତିବ । ପୂର୍ବରୁ କରିଥିବା କାମରୁ ଲାଭ ମିଳିପାରେ

ପୁଷ୍ୟା- ବ୍ୟବସାୟରେ ବିଦେଶକୁ ଯାଇ ଲାଭ ପାଇବେ । ସକାରତ୍ମକ ଭାବନା ଆଗକୁ ବଢିବାରେ ସହାୟକ ହେବ । ଶାସନରେ ଥିବା ଲୋକଙ୍କ ସହ ସଂପର୍କ ହେବ ।

ଅଶ୍ଲେଷା- ଜୀବନସାଥୀର ସମର୍ଥନ ଓ ପ୍ରେମ ପାଇବେ । ସମ୍ମାନିତ ଲୋକଙ୍କ ସହ ମିଶିବେ । ଆପଣଙ୍କ ପାଖକୁ ଧନଲାଭ ହେବା ଭଳି କାମ ଆସିବ

ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :