• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th May 2024: ଏହି ରାଶିର ବ୍ୟକ୍ତିଙ୍କର ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ

ସୈାର ମେଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୧୩ ତାରିଖ ସୋମବାର । ଚନ୍ଦ୍ର- କର୍କଟ ଅହୋରାତ୍ର,ତିଥି-୬ଷ୍ଠୀ ରାତ୍ରି ୦୨.୫୦ ଗତେ ୭ମୀ ,ଘାତଚନ୍ଦ୍ର- ନାସ୍ତି,ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୧୧.୨୪ ପର୍ଯ୍ୟନ୍ତ, ରାତ୍ରି ୦୨.୫୦ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ

Leo

ସିଂହ

Monday 13 May 2024

ମଘା- ବାଣିଜ୍ୟ ଓ ବ୍ୟବସାୟ, ପରିବହନ ତଥା ଲେଖାପଢ଼ା ଓ କ୍ଷେତ୍ରରେ ଶୁଭଫଳ ପାଇବେ । ବନ୍ଧୁ ମାନଙ୍କ ସହଯୋଗୀ ମନୋଭାବ ପ୍ରତି ପ୍ରେମାନୁରାଗୀ ହୋଇପାରନ୍ତି।

ପୂ,ଫାଲଗୁନି- ସାମାଜିକ ମାନସମ୍ମାନ ବାଧା ପ୍ରାପ୍ତ ହେବ । ଆପଣଙ୍କ କଥାକୁ ଲୋକେ ଗମ୍ଭୀରତାର ସହ ଶୁଣିବେ । ମୁରବୀ ଆପଣଙ୍କୁ କୈାଣସି ଭଲ ପରାମର୍ଶ ଦେଇ ପାରନ୍ତି ।

ଉ,ଫାଲଗୁନି- ମାଲିମକଦ୍ଦମା, ତର୍କବିତର୍କ, କ୍ଷେତ୍ରରୁ ଶୁଭଫଳ ପାଇବେ । ଖଳଲୋକଙ୍କ କଥାରେ ଭୁଲ୍ ମାର୍ଗ ଅନୁସରଣ କରି ହଇରାଣ ହେବେ। କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟ ହୋଇପାରନ୍ତି ।

ପ୍ରତିକାର – ଇଷ୍ଟ ଦେବୀ ମାତଙ୍ଗୀଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :