• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th May 2024: ଏହି ରାଶିର ବ୍ୟକ୍ତିଙ୍କର ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ

ସୈାର ମେଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୧୩ ତାରିଖ ସୋମବାର । ଚନ୍ଦ୍ର- କର୍କଟ ଅହୋରାତ୍ର,ତିଥି-୬ଷ୍ଠୀ ରାତ୍ରି ୦୨.୫୦ ଗତେ ୭ମୀ ,ଘାତଚନ୍ଦ୍ର- ନାସ୍ତି,ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୧୧.୨୪ ପର୍ଯ୍ୟନ୍ତ, ରାତ୍ରି ୦୨.୫୦ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ

Virgo

କନ୍ୟା

Monday 13 May 2024

ଉ,ଫଳଗୁନି- ଶାରିରୀକ କ୍ରିଡା ଭୋଗିଲେ ମଧ୍ୟ ଅନ୍ୟ ସମସ୍ତ କର୍ମରେ ଶୁଭଫଳ ପାଇବେ । ପ୍ରେମିକ ପ୍ରେମିକା ମାନେ ବିଶ୍ୱାସ ଭାଜନ ହେବେ । ନୂଆ ଲୋକଙ୍କ ସହ ସାକ୍ଷାତରେ ଆପଣଙ୍କୁ ଲାଭ ହେବ

ହସ୍ତା- ରାଜନିତିରେ ମୂଖ୍ୟ ଭୂମିକା ଗ୍ରହଣ କରିବେ । ବିରୋଧୀ ଆପଣଙ୍କୁ ବନ୍ଧୁତାର ହାତ ବଢାଇବେ । ସାମାଜିକ ମିଳାମିଶା ବଢିବ ।

ଚିତ୍ରା- ମହିଳା ମାନଙ୍କୁ ସମ୍ମାନ ଦେବେ । ଶତୃ କ୍ଷତି କରିବାକୁ ଚେଷ୍ଟା କଲେ ବି କିଛି କରିପାରିବେ ନାହିଁ । ଲକ୍ଷ୍ୟକୁ ନେଇ ଯାତ୍ରା ସମ୍ପର୍ଣ୍ଣ କରିବେ ।

ପ୍ରତିକାର - ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :