• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th May 2024: ଏହି ରାଶିର ବ୍ୟକ୍ତିଙ୍କର ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ

ସୈାର ମେଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୧୩ ତାରିଖ ସୋମବାର । ଚନ୍ଦ୍ର- କର୍କଟ ଅହୋରାତ୍ର,ତିଥି-୬ଷ୍ଠୀ ରାତ୍ରି ୦୨.୫୦ ଗତେ ୭ମୀ ,ଘାତଚନ୍ଦ୍ର- ନାସ୍ତି,ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୧୧.୨୪ ପର୍ଯ୍ୟନ୍ତ, ରାତ୍ରି ୦୨.୫୦ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ

Sagittarius

ଧନୁ

Monday 13 May 2024

ମୂଳା- ମାନସିକ ଅଶାନ୍ତି କ୍ରମଶଃ ବୃଦ୍ଧି ପାଇବା କାରଣରୁ ମନରେ ଖୁସି ରହିବ ନାହିଁ। କର୍ମକ୍ଷେତ୍ରରେ ଆପଣଙ୍କ ଭୁଲ୍ ନିଷ୍ପତ୍ତି ଏକତରଫା ହୋଇଯାଇପାରେ । ବ୍ୟବସାୟ ଲାଗି ଯାତ୍ରାରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ।

ପୂ,ଷାଢା- ନିର୍ମାଣାଧୀନ କାମ ଓ ଜମିଜମା ବିବାଦୀୟ ପରିସ୍ଥିତି ସ୍ଥଗିତ ରହିଯିବ । ନିଜ ସଂସ୍ପର୍ଶରେ ଆସୁଥିବା ବ୍ୟକ୍ତିଙ୍କ କାର‌୍ୟ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିପାରେ।

ଉ,ଷାଢା- ସମସ୍ୟା ରହିଥିଲେ ମଧ୍ୟ କାମ ହାସଲ ପାଇଁ ପ୍ରତିବନ୍ଧକ ସାଜିବ ନାହିଁ। ମାଲିମକଦ୍ଦମାରେ ବିଜୟ ଓ ଶତ୍ରୁଙ୍କୁ ପରାସ୍ତ କରିବାରେ ସହାୟକ ହେବେ। ଅର୍ଥନୈତିକ ପ୍ରଗତି ମାନସିକ ସ୍ଥିତିକୁ ଦୃଢ଼ୀଭୂତ କରିବ

ପ୍ରତିକାର – ଶ୍ରୀ ରାମଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :