• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th May 2024: ଏହି ରାଶିର ବ୍ୟକ୍ତିଙ୍କର ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ

ସୈାର ମେଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୧୩ ତାରିଖ ସୋମବାର । ଚନ୍ଦ୍ର- କର୍କଟ ଅହୋରାତ୍ର,ତିଥି-୬ଷ୍ଠୀ ରାତ୍ରି ୦୨.୫୦ ଗତେ ୭ମୀ ,ଘାତଚନ୍ଦ୍ର- ନାସ୍ତି,ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୧୧.୨୪ ପର୍ଯ୍ୟନ୍ତ, ରାତ୍ରି ୦୨.୫୦ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ

Capricorn

ମକର

Monday 13 May 2024

ଉ,ଷାଢା- କମ ପରିଶ୍ରମ କରି ନିଜର ଉଦ୍ଦେଶ୍ୟ ହାସଲ କରିନେବେ । ପ୍ରଭାବଶାଳୀ ଲୋକଙ୍କ ସହଯୋଗରେ ଆପଣଙ୍କର ଉତ୍ସାହ ଦ୍ୱିଗୁଣ ହେବ । ସମ୍ପତି ବଢାଇବାର ଯୋଜନା ସଫଳ ହେବ ।

ଶ୍ରବଣା- ଛାତ୍ରଛାତ୍ରି ମାନେ ଉତମ ଫଳ ପ୍ରଦର୍ଶନ କରିବେ । କୌଣସି ବିଶେଷ ଖବର ମିଳିବାର ଯୋଗ ଅଛି । ବଡ କମ୍ପାନିରୁ ଚାକିରିର ଡାକରା ଆସିପାରେ ।

ଧନିଷ୍ଠା- ବହୁ ଦିନର ସ୍ୱପ୍ନ ସାକାର ହେବ । ଆପଣଙ୍କର ଧ୍ୟାନ ଧାର୍ମୀକ କାର‌୍ୟ୍ୟରେ ଲାଗି ରହିବ । ନିଜର ପ୍ରତିଭାକୁ ବିକଶିତ କରିବା ଲାଗି ଅବସର ପାଇବେ

ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :