• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th Nov 2022: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ସଫଳତା ଅର୍ଜନ କରିବେ

ସୈାର ତୁଳା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ରବିବାର ଚନ୍ଦ୍ର – ମିଥୁନ ଅହୋରାତ୍ର ତିଥି- ୫ମୀ ରାତ୍ରି ୧୨/୫୧ ଗତେ ୬ଷ୍ଠୀ ଘାତ ଚନ୍ଦ୍ର- କନ୍ୟା ଅହୋରାତ୍ର ଘାତ ବାର - ମେଷ ପୁଷ୍କର ଦୋଷ – ୧ପାଦ- କୃଷିହାନି- ଭୂମିଦାନ ଦିବା ୧୦/୧୮ ଗତେ ୨ପାଦ

Aries

ମେଷ

Sunday 13 Nov 2022

ଅଶ୍ୱନୀ – ଯୋଜନା ମୁତାବକ କାମ କଲେ କୈାଣସି ପ୍ରକାର ଅସୁବିଧା ହେବ ନାହିଁ । ଗୁରୁଜନଙ୍କ ସହମତରେ ଆଗକୁ ବଢିପାରିବେ । ଶାରୀରିକ କଷ୍ଟ ଭୋଗିପାରନ୍ତି ।

ଦ୍ୱିଜା – ବ୍ୟବସାୟରେ ସଫଳତା ଅର୍ଜନ କରି ଆଶାତୀତ ଲାଭ ଉଠେଇବେ । କଠିନ ପରିଶ୍ରମ କରି ପଢାରେ ଆଗକୁ ବଢି ପାରିବେ । ସମାଜ ସେବାରେ ସ୍ୱନାମ ପାଇବେ ।

କୃତିକା – ପରିବାରର ମାମଲା ଘରେହିଁ ସମାଧାନ ହୋଇଯିବ । ମହିଳା ମାନେ ଆନନ୍ଦମୟ ମୁହୂର୍ତ କାଟିବେ ।

ପ୍ରତିକାର - ସୂର୍ଯ୍ୟ ଦେବତାଙ୍କୁ ନାଲି ମନ୍ଦାର ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :