• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th Nov 2022: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ସଫଳତା ଅର୍ଜନ କରିବେ

ସୈାର ତୁଳା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ରବିବାର ଚନ୍ଦ୍ର – ମିଥୁନ ଅହୋରାତ୍ର ତିଥି- ୫ମୀ ରାତ୍ରି ୧୨/୫୧ ଗତେ ୬ଷ୍ଠୀ ଘାତ ଚନ୍ଦ୍ର- କନ୍ୟା ଅହୋରାତ୍ର ଘାତ ବାର - ମେଷ ପୁଷ୍କର ଦୋଷ – ୧ପାଦ- କୃଷିହାନି- ଭୂମିଦାନ ଦିବା ୧୦/୧୮ ଗତେ ୨ପାଦ

Taurus

ବୃଷ

Sunday 13 Nov 2022

କୃତିକା - ରାସ୍ତାଘାଟରେ ଯଥେଷ୍ଟ ସତର୍କତା ହୋଇ ଚଳିବା ଉଚିତ୍ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ । ସୁଖ, ଶାନ୍ତି ବୃଦ୍ଧି ହେବ ।

ରୋହିଣୀ – ସାମାଜିକ କାର୍ଯ୍ୟରେ ସଫଳତା ପାଇବେ । ସହଯୋଗୀ ମାନଙ୍କ ଯୋଗୁ କର୍ମକ୍ଷେତ୍ରରେ ଭଲ କରିବେ । ଶିକ୍ଷାର୍ଥୀ ମାନଙ୍କ ପାଇଁ ଅଧ୍ୟୟନରେ ଆଗ୍ରହ ବଢିବ ।

ମୃଗଶିରା – କଚେରି ମାମଲାରେ କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ମହିଳା ମାନେ କାର୍ଯ୍ୟବ୍ୟସ୍ତ ରହିବେ ।

ପ୍ରତିକାର – କୌଣସି ମନ୍ଦିରରେ କିଛି ଦାନ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :