• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th Nov 2022: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ସଫଳତା ଅର୍ଜନ କରିବେ

ସୈାର ତୁଳା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ରବିବାର ଚନ୍ଦ୍ର – ମିଥୁନ ଅହୋରାତ୍ର ତିଥି- ୫ମୀ ରାତ୍ରି ୧୨/୫୧ ଗତେ ୬ଷ୍ଠୀ ଘାତ ଚନ୍ଦ୍ର- କନ୍ୟା ଅହୋରାତ୍ର ଘାତ ବାର - ମେଷ ପୁଷ୍କର ଦୋଷ – ୧ପାଦ- କୃଷିହାନି- ଭୂମିଦାନ ଦିବା ୧୦/୧୮ ଗତେ ୨ପାଦ

Aquarius

କୁମ୍ଭ

Sunday 13 Nov 2022

ଧନିଷ୍ଠା – ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିବେ । ବ୍ୟବସାୟାଦି ବିଭିନ୍ନ ସଂସାରୁ ଧନାଗମ ହେବ । ଅନ୍ୟ ସନସ୍କତା କାରଣରୁ ଯାତ୍ରା ସମୟରେ ହାତରେ ଆଘାତ ଲାଗିପାରେ ।

ଶତଭିଷା – ପୁରୁଣା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତୁପକ୍ଷଙ୍କ ଶ୍ରଦ୍ଧାର ପାତ୍ର ହେବ ।

ପୂ , ଭାଦ୍ରପଦ – ଶତୃକୁ ଶରଣାଗତ କରାଇପାରନ୍ତି । ମହିଳା ମାନେ ଉଦାର ସ୍ୱଭାବ ରହିବେ ।

ପ୍ରତିକାର –ନୀଳ, ବା କଳା ରଙ୍ଗର ଟୋପି ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :