• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th Nov 2022: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ସଫଳତା ଅର୍ଜନ କରିବେ

ସୈାର ତୁଳା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ରବିବାର ଚନ୍ଦ୍ର – ମିଥୁନ ଅହୋରାତ୍ର ତିଥି- ୫ମୀ ରାତ୍ରି ୧୨/୫୧ ଗତେ ୬ଷ୍ଠୀ ଘାତ ଚନ୍ଦ୍ର- କନ୍ୟା ଅହୋରାତ୍ର ଘାତ ବାର - ମେଷ ପୁଷ୍କର ଦୋଷ – ୧ପାଦ- କୃଷିହାନି- ଭୂମିଦାନ ଦିବା ୧୦/୧୮ ଗତେ ୨ପାଦ

Gemini

ମିଥୁନ

Sunday 13 Nov 2022

ମୃଗଶିରା - ସୁସ୍ଥ ମାନସିକତା ରକ୍ଷା କରିବେ । ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ବିଦେଶୀ ବନ୍ଧୁଙ୍କ ଦ୍ୱାରା ଅଧିକ ଉପକୃତ ହେବେ ।

ଆଦ୍ରା - କର୍ମକ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କ ଠାରୁ ଲାଭବାନ୍ ହେବେ । ରାଜନୀତିରେ ପଛକଥାକୁ ଚିନ୍ତା କରି ବିରକ୍ତି ପ୍ରକାଶ କଲେ ଅନିଷ୍ଟକର ପରିସ୍ଥିତି ସୃଷ୍ଟି ହେବ ।

ପୁନର୍ବସୁ - ଛାତ୍ରଛାତ୍ରୀ ମାନଙ୍କର ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । ମହିଳା ମାନଙ୍କର ପାରିବାରିକ ଜୀବନ ଆନନ୍ଦରେ କଟିବ ।

ପ୍ରତିକାର – ସବୁଜ ରଙ୍ଗର ପୋଷାକ ଭିକାରିକୁ ଦାନ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :