• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th Nov 2022: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ସଫଳତା ଅର୍ଜନ କରିବେ

ସୈାର ତୁଳା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ରବିବାର ଚନ୍ଦ୍ର – ମିଥୁନ ଅହୋରାତ୍ର ତିଥି- ୫ମୀ ରାତ୍ରି ୧୨/୫୧ ଗତେ ୬ଷ୍ଠୀ ଘାତ ଚନ୍ଦ୍ର- କନ୍ୟା ଅହୋରାତ୍ର ଘାତ ବାର - ମେଷ ପୁଷ୍କର ଦୋଷ – ୧ପାଦ- କୃଷିହାନି- ଭୂମିଦାନ ଦିବା ୧୦/୧୮ ଗତେ ୨ପାଦ

Cancer

କର୍କଟ

Sunday 13 Nov 2022

ପୁନର୍ବସୁ - ଦାମ୍ପତ୍ୟ ସୁଖରେ ଆସାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟ କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦର ସମାଧାନ ହେବ ।

ପୁଷ୍ୟା – କର୍ମକ୍ଷେତ୍ରରେ ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ୱାରା ପୂରସ୍କୃତ ହେବେ । ରାଜନୀତିରେ ପ୍ରଗତିର ଭାବମୂର୍ତି ରକ୍ଷା କରି ଚାଲିବା କଠିନ ହୋଇ ପଡିବ ।

ଅଶ୍ଳେଷା - ରାସ୍ତାଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ମହିଳା ମାନେ ପଡୋଶୀଙ୍କ ସହ ଭଲ ସମ୍ପର୍କ ସ୍ଥାପନ କରିବେ ।

ପ୍ରତିକାର – ଭୂବନେଶ୍ୱରୀଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :