• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th Nov 2022: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ସଫଳତା ଅର୍ଜନ କରିବେ

ସୈାର ତୁଳା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ରବିବାର ଚନ୍ଦ୍ର – ମିଥୁନ ଅହୋରାତ୍ର ତିଥି- ୫ମୀ ରାତ୍ରି ୧୨/୫୧ ଗତେ ୬ଷ୍ଠୀ ଘାତ ଚନ୍ଦ୍ର- କନ୍ୟା ଅହୋରାତ୍ର ଘାତ ବାର - ମେଷ ପୁଷ୍କର ଦୋଷ – ୧ପାଦ- କୃଷିହାନି- ଭୂମିଦାନ ଦିବା ୧୦/୧୮ ଗତେ ୨ପାଦ

Virgo

କନ୍ୟା

Sunday 13 Nov 2022

ଉ , ଫାଲଗୁନୀ – ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍‌

ହସ୍ତା – ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରି ପ୍ରଂଶସିତ ହେବେ । କର୍ମକ୍ଷେତ୍ରରେ ଜବରଦସ୍ତି ନ୍ୟାୟମିଳିବା ଫଳରେ ପଦୋନ୍ନତି ସୂଚନା ପାଇ ମନ ଆନନ୍ଦ ହେବ

ଚିତ୍ରା – ଜମି ବିବାଦୀୟ ପରିସି୍ଥତି ଭିନ୍ନରୂପ ନେଇପାରେ । ମହିଳା ମାନଙ୍କର ମାନସିକ ସ୍ଥିତି ଭଲ ରହିବ ନାହିଁ ।

ପ୍ରତିକାର - ଓଁ ଶ୍ରୀଂ ମହାଲକ୍ଷ୍ମୌ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :