• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th Nov 2022: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ସଫଳତା ଅର୍ଜନ କରିବେ

ସୈାର ତୁଳା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ରବିବାର ଚନ୍ଦ୍ର – ମିଥୁନ ଅହୋରାତ୍ର ତିଥି- ୫ମୀ ରାତ୍ରି ୧୨/୫୧ ଗତେ ୬ଷ୍ଠୀ ଘାତ ଚନ୍ଦ୍ର- କନ୍ୟା ଅହୋରାତ୍ର ଘାତ ବାର - ମେଷ ପୁଷ୍କର ଦୋଷ – ୧ପାଦ- କୃଷିହାନି- ଭୂମିଦାନ ଦିବା ୧୦/୧୮ ଗତେ ୨ପାଦ

Libra

ତୁଳା

Sunday 13 Nov 2022

ଚିତ୍ରା – ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ । କାର୍ଯ୍ୟ କ୍ଷେତ୍ରରେ ସୁଖ ଶାନ୍ତି ବୃଦ୍ଧି ହେବା ସହ ଉଚ୍ଚ ସମ୍ଭାବନାର ଆଶା ପାଇବେ

ସ୍ୱାତୀ – ସାମ୍ବାଦିକମାନେ ଶୁଭ ସଂବାଦ ପାଇ ଉତ୍ସାହିତ ହେବେ । ବାଧ୍ୟବାଧକତାରେ ଅନେକ ଟଙ୍କା ଖର୍ଚ୍ଚକରି ଦୁଃଖିତ ରହିବେ । ଶିକ୍ଷାକ୍ଷେତ୍ରରେ ଅନେକ ସମସ୍ୟା ଦେଖାଦେବ 

ବିଶାଖା – ମାଲିମକନ୍ଦମାରେ ଚିନ୍ତାଗ୍ରସ୍ତ ରହିବେ । ମହିଳା ମାନେ ନକାରତ୍ମକ ଚିନ୍ତାଧାରା ମନକୁ ସୃଷ୍ଟି ହେବ ।

ପ୍ରତିକାର – ଭଗବାନଙ୍କର ମୀନ ଅବତାର ଫଟକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :