• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th Nov 2022: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ସଫଳତା ଅର୍ଜନ କରିବେ

ସୈାର ତୁଳା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ରବିବାର ଚନ୍ଦ୍ର – ମିଥୁନ ଅହୋରାତ୍ର ତିଥି- ୫ମୀ ରାତ୍ରି ୧୨/୫୧ ଗତେ ୬ଷ୍ଠୀ ଘାତ ଚନ୍ଦ୍ର- କନ୍ୟା ଅହୋରାତ୍ର ଘାତ ବାର - ମେଷ ପୁଷ୍କର ଦୋଷ – ୧ପାଦ- କୃଷିହାନି- ଭୂମିଦାନ ଦିବା ୧୦/୧୮ ଗତେ ୨ପାଦ

Scorpio

ବିଛା

Sunday 13 Nov 2022

ବିଶାଖା – ଶାରୀରିକ ଅସୁସ୍ଥତା ଅନୁଭବ କରି ପାରନ୍ତି । ଭାଇ ବନ୍ଧୁମାନେ ସାହାଯ୍ୟ ପାଇ ଆନୁଷ୍ଠାନିକ କାମ ହାସଲ କରିବେ । କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବେ ।

ଅନୁରାଧା – ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ସାଂସୃତିକ ପରିବେଶରେ ଯୋଗ ଦାନ ଦେବେ । ଶିଳ୍ପ ବାଣିଜ୍ୟରେ କ୍ଷେତ୍ରରେ ଅଭିବୃଦ୍ଧି ଘଟିପାରେ

ଜ୍ୟେଷ୍ଠା – ପୈତୃକ ସମ୍ପତିର ସମାଧାନ ହୋଇଜିବ । ମହିଳା ମାନେ ଉତ୍ସାହିତ ରହିବେ

ପ୍ରତିକାର – ଓଁ ଅଂ ଅଙ୍ଗାରକାୟ ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :