• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th Nov 2022: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ସଫଳତା ଅର୍ଜନ କରିବେ

ସୈାର ତୁଳା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ରବିବାର ଚନ୍ଦ୍ର – ମିଥୁନ ଅହୋରାତ୍ର ତିଥି- ୫ମୀ ରାତ୍ରି ୧୨/୫୧ ଗତେ ୬ଷ୍ଠୀ ଘାତ ଚନ୍ଦ୍ର- କନ୍ୟା ଅହୋରାତ୍ର ଘାତ ବାର - ମେଷ ପୁଷ୍କର ଦୋଷ – ୧ପାଦ- କୃଷିହାନି- ଭୂମିଦାନ ଦିବା ୧୦/୧୮ ଗତେ ୨ପାଦ

Sagittarius

ଧନୁ

Sunday 13 Nov 2022

ମୂଳା – କର୍ମ କ୍ଷେତ୍ରରେ ବିଶେଷ ଅସୁବିଧା ରହିବ ନାହିଁ । ପାରିବାରିକ ବିଶୃଙ୍ଖଳା ଦେଖାଦେବ । ଅଧିକ ପରିଶ୍ରମ ହେତୁ ଦେହରେ ଦୁର୍ବଳତା ଦେଖାଦେବ ।

ପୂ , ଷାଢା – ସମାଜ ସେବାରେ ବେଶ୍ ଆନନ୍ଦ ଅନୁଭବ କରିବେ । ବାଣିଜ୍ୟ, ବ୍ୟବସାୟରେ ମଧ୍ୟ ଶିଥିଳତା ଦେଖାଦେବ । ଛାତ୍ରଛାତ୍ରି ମାନେ ପଢାରେ ସହଯୋଗ ପାଇବେ ।

ଉ , ଷାଢା – କଚେରି ମାମଲାରେ ସାମୟିକ ଦୁଶ୍ଚିନ୍ତାରୁ ରକ୍ଷା ପାଇ ପାରିବେନି । ମହିଳା ମାନେ ଦୁଃଖିତ ରହିବେ ।

ପ୍ରତିକାର – ବୃହସ୍ପତିଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :