• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th Nov 2022: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ସଫଳତା ଅର୍ଜନ କରିବେ

ସୈାର ତୁଳା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ରବିବାର ଚନ୍ଦ୍ର – ମିଥୁନ ଅହୋରାତ୍ର ତିଥି- ୫ମୀ ରାତ୍ରି ୧୨/୫୧ ଗତେ ୬ଷ୍ଠୀ ଘାତ ଚନ୍ଦ୍ର- କନ୍ୟା ଅହୋରାତ୍ର ଘାତ ବାର - ମେଷ ପୁଷ୍କର ଦୋଷ – ୧ପାଦ- କୃଷିହାନି- ଭୂମିଦାନ ଦିବା ୧୦/୧୮ ଗତେ ୨ପାଦ

Capricorn

ମକର

Sunday 13 Nov 2022

ଉ , ଷାଢା - ମଧୁର କଥାରେ ପରକୁ ଆପଣାର କରିପାରନ୍ତି । ଥଣ୍ଡାଜନିତ ଅସୁସ୍ଥତା ଅନୁଭବ କରିବେ । ବ୍ୟବସାୟରେ ଲାଭଜନକ ହେବ ।

ଶ୍ରବଣା – ସରକାରୀ ଓ ବେସରକାରୀ ସ୍ତରରେ ସମ୍ମାନିତ ହେବ । ବିଦ୍ୟାର୍ଥୀ ମାନେ ବିଦ୍ୟାପ୍ରେମୀ ହୋଇପାରନ୍ତି । ରାଜନୈତିକ ସ୍ତରରେ ପ୍ରଂଶସିତ ହେବେ ।

ଧନିଷ୍ଠା – ବିବାଦରେ ମଧ୍ୟସ୍ଥି କରିବାରେ ନିବୃତ ରୁହନ୍ତୁ । ମହିଳା ମାନେ ଭ୍ରମଣର ସୁଯୋଗ ପାଇବେ ।

ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :