• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th Nov 2023: ଚାକିରି ଖୋଜୁଥିବା ବ୍ୟକ୍ତିଙ୍କୁ ଖୁସି ଖବର ମିଳିପାରେ, ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି...

ସୌର ତୁଳା ମାସ  କାର୍ତ୍ତିିକ କୃଷ୍ଣପକ୍ଷ । ଇଂରାଜୀରେ ୧୩  ତାରିଖ, ସୋମବାର, ଚନ୍ଦ୍ର- ତୁଳା  ରାତ୍ରି ୦୯.୧୬ ଗତେ ବିଛା ତିଥି-  ଅମାବାସ୍ୟା ଦିବା ୦୨.୫୭ ଗତେ ପ୍ରତିପଦ ଘାତଚନ୍ଦ୍ର- ନାସ୍ତି ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୦୩.୨୨

Aries

ମେଷ

Monday 13 Nov 2023

ଅଶ୍ୱନୀ-ବନ୍ଧୁ ମାନଙ୍କର ଅପପ୍ରଚାରରୁ  ମାନସିକ ଅଶାନ୍ତି ଦେଖା ଦେଇପାରେ । ଜୀବନ ସାଥିଙ୍କ ସହିତ ମଧୁର ସମ୍ବନ୍ଧ ରହିବ । ବ୍ୟବସାୟରେ ଲାଭପ୍ରଦ ହେବେ ଓ ସୌଖିନ ଦ୍ରବ୍ୟ ସଂଗ୍ରହ କରିବେ 
ଦ୍ୱିଜା- ଋଣ କିମ୍ବା ଉଧାର ନେବା ଠାରୁ ଦୂରେଇ ରହିବା ଉଚିତ୍ । ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ । କର୍ମକ୍ଷେତ୍ରରେ କୈାଣସି ବ୍ୟକ୍ତିଙ୍କ ଠାରୁ ନିଜେ କରିଥିବା ଭୁଲ କଥା ଜାଣିପାରିବେ ।
କୃତିକା- ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ରାଜନୀତିରେ କୈାଣସି କାମକୁ ହାତକୁ ନେବେ । ଘରେ ଚାଲୁଥିବା ମତଭେଦ ମାନସିକ ଚାପ ଦେଇପାରେ ।

ପ୍ରତିକାର -  ମା ବଗଳାମୂଖିଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :