• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th Nov 2023: ଚାକିରି ଖୋଜୁଥିବା ବ୍ୟକ୍ତିଙ୍କୁ ଖୁସି ଖବର ମିଳିପାରେ, ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି...

ସୌର ତୁଳା ମାସ  କାର୍ତ୍ତିିକ କୃଷ୍ଣପକ୍ଷ । ଇଂରାଜୀରେ ୧୩  ତାରିଖ, ସୋମବାର, ଚନ୍ଦ୍ର- ତୁଳା  ରାତ୍ରି ୦୯.୧୬ ଗତେ ବିଛା ତିଥି-  ଅମାବାସ୍ୟା ଦିବା ୦୨.୫୭ ଗତେ ପ୍ରତିପଦ ଘାତଚନ୍ଦ୍ର- ନାସ୍ତି ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୦୩.୨୨

Taurus

ବୃଷ

Monday 13 Nov 2023

କୃତିକା- ଅଚିହ୍ନା ଲୋକଙ୍କ ଠାରୁ ସାହାଯ୍ୟ ପାଇବେ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ । ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ । ଆପଣ ନିଜପାଇଁ ସମୟ ବାହାର କରିପାରିବେ ଜ୍ଝ
ରୋହିଣୀ- ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି । ରାଜନୀତିରେ କୈାଣସି ପଦ ବ୍ୟକ୍ତିଙ୍କ ସାନିଦ୍ଧ୍ୟ ପାଇ ପାରନ୍ତି । ଦାମ୍ପତ୍ୟ ଜୀବନରେ ସୁନ୍ଦର ମୁହୂର୍ତ୍ତ ଗୁଡ଼ିକ ଅନୁଭବ କରିବାକୁ ଅଧିକ ସୁଯୋଗ ଆସିବ

ମୃଗଶିରା- କୋର୍ଟ କଚେରୀ ମାମଲାଠୁ ଦୂରରେ ରୁହନ୍ତୁ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । କଳା ବିଦ୍ୟା ପ୍ରତି ଆଗ୍ରହ ସୃଷ୍ଟି ହୋଇପାରେ

ପ୍ରତିକାର – ମା କଟକ ଚଣ୍ଡୀଙ୍କ ମନ୍ତ୍ର ପାଠ କରନ୍ତୁ 

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :