• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th Nov 2023: ଚାକିରି ଖୋଜୁଥିବା ବ୍ୟକ୍ତିଙ୍କୁ ଖୁସି ଖବର ମିଳିପାରେ, ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି...

ସୌର ତୁଳା ମାସ  କାର୍ତ୍ତିିକ କୃଷ୍ଣପକ୍ଷ । ଇଂରାଜୀରେ ୧୩  ତାରିଖ, ସୋମବାର, ଚନ୍ଦ୍ର- ତୁଳା  ରାତ୍ରି ୦୯.୧୬ ଗତେ ବିଛା ତିଥି-  ଅମାବାସ୍ୟା ଦିବା ୦୨.୫୭ ଗତେ ପ୍ରତିପଦ ଘାତଚନ୍ଦ୍ର- ନାସ୍ତି ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୦୩.୨୨

Aquarius

କୁମ୍ଭ

Monday 13 Nov 2023

ଧନିଷ୍ଠା- ସ୍ୱାସ୍ଥ୍ୟ  କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ । ଅଧିକ ଭାଗ୍ୟଦାରୀ ହୋଇ ନିଜ ଗୋଡ଼ରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ ।  କର୍ମକ୍ଷେତ୍ରରେ ଅନ୍ୟମାନେ ଆପଣଙ୍କର କର୍ମ କରିବାର ଶୈଳୀକୁ ବୁଝିପାରିବେ ନାହିଁ
ଶତଭିଷା- ରାଜନୀତି କ୍ଷେତ୍ରରେ ନିଜକୁ ସୁରକ୍ଷିତ ରଖି ପାରିବେ । ଶିକ୍ଷାର୍ଥୀମାନେ କିଛି ପରିମାଣରେ ଶୁଭଫଳ ପାଇବେ । ଖଳ ପ୍ରକୃତିର ଲୋକମାନେ ବିରୋଧୀ ଆଚରଣ କରିପାରନ୍ତି । ବୁଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ
ପୂ,ଭାଦ୍ରପଦ- କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ। ନୂତନ ଗୃହ ନିର୍ମାଣର ସୁଯୋଗ ଆସିବ । ବିଦ୍ୟାର୍ଥୀମାନେ ପଢାପଢିରେ ମନଭାବ ପ୍ରକାଶ କରିବେ । ଶତ୍ରୁମାନେ ଆପଣଙ୍କୁ ମାଲିମକଦ୍ଦମାରେ ପକାଇ ଖର୍ଚ୍ଚାନ୍ତ କରିପାରନ୍ତି

ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :