• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th Nov 2023: ଚାକିରି ଖୋଜୁଥିବା ବ୍ୟକ୍ତିଙ୍କୁ ଖୁସି ଖବର ମିଳିପାରେ, ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି...

ସୌର ତୁଳା ମାସ  କାର୍ତ୍ତିିକ କୃଷ୍ଣପକ୍ଷ । ଇଂରାଜୀରେ ୧୩  ତାରିଖ, ସୋମବାର, ଚନ୍ଦ୍ର- ତୁଳା  ରାତ୍ରି ୦୯.୧୬ ଗତେ ବିଛା ତିଥି-  ଅମାବାସ୍ୟା ଦିବା ୦୨.୫୭ ଗତେ ପ୍ରତିପଦ ଘାତଚନ୍ଦ୍ର- ନାସ୍ତି ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୦୩.୨୨

Pisces

ମୀନ

Monday 13 Nov 2023

ପୂ,ଭାଦ୍ରପଦ- ଭାଇ-ଭଉଣୀଙ୍କ ଭିତରେ ସଂପର୍କ ଭଲ ରହିବ । ବ୍ୟବସାୟରେ ସମସ୍ୟା ସତ୍ୱେ ଲାଭ ଆଦି ଫଳ ଭୋଗ କରିବେ । ଚାକିରିଆଙ୍କୁ ଅଫିସ୍ କାମରେ  ଦୂର ଜାଗାକୁ ଯାତ୍ରା କରିବେ ।
ଉ,ଭାଦ୍ରପଦ- ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ରାଜନୀତି କ୍ଷେତ୍ରରେ ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇଁ ନିଃସଙ୍ଗତା ବୋଧର ପୀଡା ଦୂରେଇ ଯିବ । ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇ ପାରନ୍ତି ।
ରେବତୀ- ଗମ୍ଭୀରତାର ସହ ଉଦ୍ୟମ କରନ୍ତୁ ସଫଳତା ପାଇବେ । ଭୂ-ସମ୍ପତ୍ତି କିଣିବାର ଯୋଗ ରହିଛି । କଠିନ ପରିଶ୍ରମ କରିବା ଫଳରେ ବହୁତ ଭଲ ଫଳାଫଳ ପାଇବେ । ନୂତନ ଦ୍ରବ୍ୟ ଲାଭର  ସୁଯୋଗ  ରହିଛି ।

ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :