• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th Nov 2023: ଚାକିରି ଖୋଜୁଥିବା ବ୍ୟକ୍ତିଙ୍କୁ ଖୁସି ଖବର ମିଳିପାରେ, ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି...

ସୌର ତୁଳା ମାସ  କାର୍ତ୍ତିିକ କୃଷ୍ଣପକ୍ଷ । ଇଂରାଜୀରେ ୧୩  ତାରିଖ, ସୋମବାର, ଚନ୍ଦ୍ର- ତୁଳା  ରାତ୍ରି ୦୯.୧୬ ଗତେ ବିଛା ତିଥି-  ଅମାବାସ୍ୟା ଦିବା ୦୨.୫୭ ଗତେ ପ୍ରତିପଦ ଘାତଚନ୍ଦ୍ର- ନାସ୍ତି ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୦୩.୨୨

Gemini

ମିଥୁନ

Monday 13 Nov 2023

ମୃଗଶିରା- ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ପିତାମାତାଙ୍କ ସ୍ୱାସ୍ଥ୍ୟ ପ୍ରତି ସମସ୍ୟା ଦେଖାଦେଇ ପାରେ । ସଭାସମିତି ଓ ସାଂଗଠନିକ କ୍ଷେତ୍ରରେ ପ୍ରଂଶସିତ ହେବେ 
ଆଦ୍ରା- ପଛ କଥା ପଛରେ ପକାଇ ଏହି ସମୟର ସଦୁପଯୋଗ କରିପାରିଲେ ଭଲ । ମନରେ ସାହସ ବାନ୍ଧି କୈାଣସି କାମ ଆରମ୍ଭ କରି ପାରିଲେ ଅବଶ୍ୟ ସଫଳତା ପାଇବେ । ବିଦ୍ୟାର୍ଥମାନେ ପଢାରେ ସମ୍ମାନ ମିଳିବା ସହିତ ବିଦେଶା ଗତ ହେବାର ସୁଯୋଗ ରହିଛି ।      
ପୁନର୍ବସୁ- ଅଯଥା ଯିବେ ବିବାଦ ଭିତରକୁ ଟାଣି ହୋଇ ଯାଇ ପାରନ୍ତି । ଯେଉଁ କାର୍ଯ୍ୟ କରିବେ ତାହା ଅପ୍ରିୟକର ହୋଇପାରେ । ସ୍ୱାର୍ଥପରତା ଯୋଗୁ ଅନେକ ବନ୍ଧୁ ଆପଣଙ୍କ ଠାରୁ ଦୂରେଇ

ପ୍ରତିକାର – ବୁଧଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :