• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th Nov 2023: ଚାକିରି ଖୋଜୁଥିବା ବ୍ୟକ୍ତିଙ୍କୁ ଖୁସି ଖବର ମିଳିପାରେ, ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି...

ସୌର ତୁଳା ମାସ  କାର୍ତ୍ତିିକ କୃଷ୍ଣପକ୍ଷ । ଇଂରାଜୀରେ ୧୩  ତାରିଖ, ସୋମବାର, ଚନ୍ଦ୍ର- ତୁଳା  ରାତ୍ରି ୦୯.୧୬ ଗତେ ବିଛା ତିଥି-  ଅମାବାସ୍ୟା ଦିବା ୦୨.୫୭ ଗତେ ପ୍ରତିପଦ ଘାତଚନ୍ଦ୍ର- ନାସ୍ତି ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୦୩.୨୨

Cancer

କର୍କଟ

Monday 13 Nov 2023

ପୁନର୍ବସୁ- ସ୍ୱାସ୍ଥ୍ୟରେ ସୁଧାର ସାଙ୍ଗକୁ ମାନସିକ ସ୍ଥିରତା ଅକ୍ଷୁର୍ଣ୍ଣ ରହିବ । କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ସହ ସହକର୍ମୀ ସହନାଭୁତି ପ୍ରଦର୍ଶନ କରିବେ । ପିଲାମାନଙ୍କ ସହିତ ହସଖୁସିରେ ସମୟ ବିତାଇବେ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ । 
ପୁଷ୍ୟା- ଗରିବ ଲୋକଙ୍କୁ ଖୁସି ମନରେ ଦାନ ଧର୍ମ କଲେ ମାନସିକ ଅଶାନ୍ତିରୁ ମୁକ୍ତି ପାଇବେ । ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଂଶସା ପାଇବେ । ରାଜନୈତିକ ସାହାଯ୍ୟର ସହଯୋଗ ମିଳିବ । ଉଚ୍ଚଶିକ୍ଷା  ପାଇଁ  ବିଦେଶା ଗତ ହୋଇ ପାରନ୍ତି
ଅଶ୍ଲେଷା- ରାଜନୈତିକ କ୍ଷେତ୍ରରେ ସମସ୍ୟା ସମାଧାନ କରିପାରିବେ । ଅଦାଲତରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ । ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ । ସାମ୍ବାଦିକ କ୍ଷେତ୍ରରେ କାଯ୍ୟରତ ବ୍ୟକ୍ତି ମାନଙ୍କ ପାଇଁ ଭଲ ସମୟ ଆସିପାରେ

ପ୍ରତିକାର- କିଛି ମିଠା ଖାଇ ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :