• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th Nov 2023: ଚାକିରି ଖୋଜୁଥିବା ବ୍ୟକ୍ତିଙ୍କୁ ଖୁସି ଖବର ମିଳିପାରେ, ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି...

ସୌର ତୁଳା ମାସ  କାର୍ତ୍ତିିକ କୃଷ୍ଣପକ୍ଷ । ଇଂରାଜୀରେ ୧୩  ତାରିଖ, ସୋମବାର, ଚନ୍ଦ୍ର- ତୁଳା  ରାତ୍ରି ୦୯.୧୬ ଗତେ ବିଛା ତିଥି-  ଅମାବାସ୍ୟା ଦିବା ୦୨.୫୭ ଗତେ ପ୍ରତିପଦ ଘାତଚନ୍ଦ୍ର- ନାସ୍ତି ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୦୩.୨୨

Leo

ସିଂହ

Monday 13 Nov 2023

ମଘା- କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ । ନୂଆ କାର‌୍ୟ୍ୟ ପାଇଁ ପ୍ଲାଲିଙ୍ଗ କରି ପାରନ୍ତି , ଯାହା ଆପଣଙ୍କୁ ସଫଳତା ଆଣିଦେବ
ପୂ,ଫାଲଗୁନି- ପାରିବାରିକ ଜୀବନରେ ବୁଝାବଣା ନେଇ ତିକ୍ତତା ଦୂରେଇବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ । ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ । ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ ।
ଉ,ଫାଲଗୁନି- ଜମିବାଡି ସମସ୍ୟାର ସ୍ଥିତି ଆପଣଙ୍କ ସପକ୍ଷରେ ରହିବ । ଆପଣଙ୍କ ହସମୁଖ ସ୍ୱଭାବ ଅନ୍ୟ ମାନଙ୍କୁ ଖୁସି ରଖିବ  ନିଜର ଧନ ସମ୍ପତ୍ତିକୁ  ସୁରକ୍ଷିତ ରଖିବାପାଇଁ ଚେଷ୍ଟା କରନ୍ତୁ

ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :