• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th Nov 2023: ଚାକିରି ଖୋଜୁଥିବା ବ୍ୟକ୍ତିଙ୍କୁ ଖୁସି ଖବର ମିଳିପାରେ, ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି...

ସୌର ତୁଳା ମାସ  କାର୍ତ୍ତିିକ କୃଷ୍ଣପକ୍ଷ । ଇଂରାଜୀରେ ୧୩  ତାରିଖ, ସୋମବାର, ଚନ୍ଦ୍ର- ତୁଳା  ରାତ୍ରି ୦୯.୧୬ ଗତେ ବିଛା ତିଥି-  ଅମାବାସ୍ୟା ଦିବା ୦୨.୫୭ ଗତେ ପ୍ରତିପଦ ଘାତଚନ୍ଦ୍ର- ନାସ୍ତି ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୦୩.୨୨

Virgo

କନ୍ୟା

Monday 13 Nov 2023

ଉ,ଫଳଗୁନି- ଚାକିରି ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ । ପାରିବାରିକ ଜୀବନରେ ଉତ୍ସାହ ଓ ପ୍ରେରଣା ମିଳିବ । ଜୀବନସାଥୀ ଆପଣଙ୍କୁ ପ୍ରେମର ଅନୁଭବ ଦେବାକୁ ଚାହୁଁଛନ୍ତି।    
ହସ୍ତା- ମାନସିକ ଅସ୍ଥିରତା କାରଣରୁ କାମ ଉତ୍ସାହପ୍ରଦ ହେବ ନାହିଁ । ବ୍ୟବସାୟରେ ବ୍ୟୟର ଭାର ବଢି ଚାଲିବ । ଲୋକମାନଙ୍କ ସହଯୋଗ ଆପଣଙ୍କ ମନବଳକୁ ସୁଦୃଢ କରିବ । 
ଚିତ୍ରା- ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ । ମାଲିକମକଦ୍ଦମାରେ ଓକିଲଙ୍କ ସାହାର‌୍ୟ୍ୟ ପାଇବେ । ବିଦ୍ୟାର୍ଥୀମାନେ ଗୁରୁଜନ ମାନଙ୍କ ଆଜ୍ଞା ପାଳନ କରିବେ ।

ପ୍ରତିକାର -  ସର୍ବକାର୍ଯ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ 

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :