• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th Nov 2023: ଚାକିରି ଖୋଜୁଥିବା ବ୍ୟକ୍ତିଙ୍କୁ ଖୁସି ଖବର ମିଳିପାରେ, ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି...

ସୌର ତୁଳା ମାସ  କାର୍ତ୍ତିିକ କୃଷ୍ଣପକ୍ଷ । ଇଂରାଜୀରେ ୧୩  ତାରିଖ, ସୋମବାର, ଚନ୍ଦ୍ର- ତୁଳା  ରାତ୍ରି ୦୯.୧୬ ଗତେ ବିଛା ତିଥି-  ଅମାବାସ୍ୟା ଦିବା ୦୨.୫୭ ଗତେ ପ୍ରତିପଦ ଘାତଚନ୍ଦ୍ର- ନାସ୍ତି ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୦୩.୨୨

Libra

ତୁଳା

Monday 13 Nov 2023

ଚିତ୍ରା- କର୍ମକ୍ଷେତ୍ରରେ ଭାବୁଥିବା କାମଟିକୁ କଷ୍ଟସାଧ୍ୟ ପୁରା କରିବେ । ପ୍ରେମ ସମ୍ପର୍କ ଭଲ ରହିବ । କୈାଣସି ନିଷ୍ପତ୍ତି ନେବା ପୂର୍ବରୁ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ । ଲମ୍ବା ସମୟ ଧରି ଅଟକି ରହିଥିବା କାମକୁ ସମ୍ପୁର୍ଣ୍ଣ କରିବେ ।
ସ୍ୱାତୀ- ସନ୍ତାନ ମାନଙ୍କ ସଫଳତାକୁ ଦେଖି ଆପଣ ଖୁସି ଅନୁଭବ କରିବେ ।  ଗୁରୁତ୍ୱ ପୂର୍ଣ୍ଣ ନିଷ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । ବାଦବିବାଦ କ୍ରମେ ଜଟିଳ ହେବ କିନ୍ତୁ ଆପଣ ସଫଳତା ହାସଲ କରିବେ
ବିଶାଖା- ମହିଳା ମାନେ କଠିନ ପରିଶ୍ରମ କରିବେ । ମାଲିମକନ୍ଦମାର ଶୁଣାଣି ଆପଣଙ୍କ ବିପକ୍ଷରେ ଯିବା ସହିତ ଦଣ୍ଡବିଧାନ ହୋଇ ନଥାଏ । ଅନ୍ୟମାନଙ୍କୁ ଭାବିଚିନ୍ତି କଥା କୁହନ୍ତୁ । ଆପଣଙ୍କ ପିଲା ବ୍ୟବସାୟ କାମରେ  ଆପଣଙ୍କୁ ସହଯୋଗ କରିବେ

ପ୍ରତିକାର – ପର୍ଶୁରାମଙ୍କର ଫଟୋକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :