• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th Nov 2023: ଚାକିରି ଖୋଜୁଥିବା ବ୍ୟକ୍ତିଙ୍କୁ ଖୁସି ଖବର ମିଳିପାରେ, ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି...

ସୌର ତୁଳା ମାସ  କାର୍ତ୍ତିିକ କୃଷ୍ଣପକ୍ଷ । ଇଂରାଜୀରେ ୧୩  ତାରିଖ, ସୋମବାର, ଚନ୍ଦ୍ର- ତୁଳା  ରାତ୍ରି ୦୯.୧୬ ଗତେ ବିଛା ତିଥି-  ଅମାବାସ୍ୟା ଦିବା ୦୨.୫୭ ଗତେ ପ୍ରତିପଦ ଘାତଚନ୍ଦ୍ର- ନାସ୍ତି ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୦୩.୨୨

Scorpio

ବିଛା

Monday 13 Nov 2023

ବିଶାଖା- ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । ବ୍ୟବସାୟ, ବାଣିଜ୍ୟରେ ସ୍ଥିର ଅବସ୍ଥା ଲାଗି ରହିବ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହାୟତ ଯୋଗୁ କାମ ଗୁଡିକ ସହଜ ହେଇଯିବ । ସଭା ସମିତି ପ୍ରଭୁତିରୁ ଆଶ୍ଵସ୍ଥି ଲାଭ କରିବେ  
ଅନୁରାଧା- ପ୍ରଶାସନିକ କ୍ଷେତ୍ରରେ ସାହାଯ୍ୟ ପାଇବେ । ଆର୍ଥିକ ସହୟତା ପାଇ ଅଫିସରେ କାମ କରିନେବେ । ଆଧାତ୍ମିକ ଦିଗ ପ୍ରତି ଆଗ୍ରହ ବଢିବ । ଆଜି କିଛି ଭଲ ଖବର ମିଳିବ ଯାହାକୁ ନେଇ ପୁରା ଦିନ ମନ ପ୍ରସନ୍ନ ରହିବ ।
ଜ୍ୟେଷ୍ଠା- ମହିଳା ମାନେ ଅନ୍ୟକୁ ସାହାଯ୍ୟ କରିବେ । ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ଗଠନ ମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଂଶସିତ ହେବେ । ଯାନବାହନ,ସଭସମିତି,ପାରିବାରିକ ସମସ୍ୟା ନେଇ ଚିନ୍ତାରେ ରହିବେ

ପ୍ରତିକାର – ସିନ୍ଦୂର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :