• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th Nov 2023: ଚାକିରି ଖୋଜୁଥିବା ବ୍ୟକ୍ତିଙ୍କୁ ଖୁସି ଖବର ମିଳିପାରେ, ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି...

ସୌର ତୁଳା ମାସ  କାର୍ତ୍ତିିକ କୃଷ୍ଣପକ୍ଷ । ଇଂରାଜୀରେ ୧୩  ତାରିଖ, ସୋମବାର, ଚନ୍ଦ୍ର- ତୁଳା  ରାତ୍ରି ୦୯.୧୬ ଗତେ ବିଛା ତିଥି-  ଅମାବାସ୍ୟା ଦିବା ୦୨.୫୭ ଗତେ ପ୍ରତିପଦ ଘାତଚନ୍ଦ୍ର- ନାସ୍ତି ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୦୩.୨୨

Sagittarius

ଧନୁ

Monday 13 Nov 2023

ମୂଳା- ଅର୍ଥ ଆୟ କରିବା ସହିତ ମାନସମ୍ମାନ ପାଇବେ । ପ୍ରତ୍ୟେକ କ୍ଷେତ୍ରରେ ଘଟଣା ଗୁଡିକ  ଅସ୍ୱାଭାବିକ ଭାବେ ଚିନ୍ତା କରିବେ । ଅପୂରଣୀୟ ଅଭିଳାଷ ନେଇ ଦୁଃଖ ଅନୁଭବ କରିବେ । ଶୁଣା କଥାକୁ ବିଶ୍ୱାସ କରିଲେ ଅସୁବିଧାରେ ପଡିପାରନ୍ତି
ପୂ,ଷାଢା- ଅଫିସରୁ ଆସିଲା ବେଳେ ନିଜ ମନ ପସନ୍ଦର ଜିନିଷ ଟିଏ କିଣିକି ଆଣିବାରେ ସମର୍ଥ ହେବେ । ରାଜନୀତିରେ ନୂତନ ସମସ୍ୟାରେ ପୀଡିତ ହେବେ । ଛାତ୍ରଛାତ୍ରୀମାନେ ପରୀକ୍ଷାରେ ଉତ୍ତମ ଫଳ ପ୍ରଦର୍ଶନ କରିବେ
ଉ,ଷାଢା- ଶିକ୍ଷାର୍ଥୀମାନେ ସଫଳତା ଦିଗକୁ ଗତି କରିବେ । କୋର୍ଟ କଚେରୀ ମାମଲାରେ ଚିନ୍ତାରେ ରହିବେ । କୌଣସି କାର୍ଯ୍ୟରେ ମଧ୍ୟସ୍ତି କରନ୍ତୁ ନାହିଁ । ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣି ପାରନ୍ତି

ପ୍ରତିକାର – ଗୁରୁଙ୍କର ଗାୟତ୍ରୀ ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :