• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th Nov 2023: ଚାକିରି ଖୋଜୁଥିବା ବ୍ୟକ୍ତିଙ୍କୁ ଖୁସି ଖବର ମିଳିପାରେ, ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି...

ସୌର ତୁଳା ମାସ  କାର୍ତ୍ତିିକ କୃଷ୍ଣପକ୍ଷ । ଇଂରାଜୀରେ ୧୩  ତାରିଖ, ସୋମବାର, ଚନ୍ଦ୍ର- ତୁଳା  ରାତ୍ରି ୦୯.୧୬ ଗତେ ବିଛା ତିଥି-  ଅମାବାସ୍ୟା ଦିବା ୦୨.୫୭ ଗତେ ପ୍ରତିପଦ ଘାତଚନ୍ଦ୍ର- ନାସ୍ତି ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୦୩.୨୨

Capricorn

ମକର

Monday 13 Nov 2023

ଉ,ଷାଢା- ମାନସିକ ସ୍ଥିରତା ଦେଖାଦେବା ସହ କାମରେ ପରିଶ୍ରମ କରି ପ୍ରଂଶସିତ ହେବେ ।  ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହୋଇପାରେ । ପ୍ରେମିକ ପ୍ରେମିକାମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ
ଶ୍ରବଣା- ସମାନ ବିଚାର ଧାରା ଲୋକଙ୍କ ସହିତ  ଭେଟ ହେବା ଫଳରେ ଧର୍ମ କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି । ଧନର ଠିକ୍ ଉପଯୋଗ କରିବା ପାଇଁ ଚେଷ୍ଟା କରିବେ । ମହିଳାମାନେ ପରିବାରରେ ପୃଷ୍ଟି ସାଧନ ପାଇଁ ପ୍ରୟାସ କରିବେ
ଧନିଷ୍ଠା- ନିଜର ଚତୁରତା, ଓ ବିବେକ ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ । କ୍ରୀଡ଼ା,ମନୋରଞନ, ନୃତ୍ୟଗୀତ, କଳାସଙ୍ଗୀତ, ଭୋଜିଭାତରେ ଉତ୍ସାହିତ ହେବେ

ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ 

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :